Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାନପୁରରେ ସ୍ବାସ୍ଥ୍ୟକର୍ମୀ ଓ ପୋଲିସ୍‌ ଉପରେ ଆକ୍ରମଣ : 4 ଗିରଫ
ଆଜିର ଖବର

କାନପୁରରେ ସ୍ବାସ୍ଥ୍ୟକର୍ମୀ ଓ ପୋଲିସ୍‌ ଉପରେ ଆକ୍ରମଣ : 4 ଗିରଫ

April 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କାନପୁର : ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ନିୟମ ପ୍ରଣୟନ କରାଯାଇଥିଲେ ମଧ୍ୟ ଏହା ଧର୍ମକୁ ଆଖିଠାର ସଦୃଶ ହୋଇଛି । ସ୍ବାସ୍ଥ୍ୟକର୍ମୀଙ୍କ ଉପରକୁ ଆକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତକାଲି ହରିୟାଣାରେ ଏହି ଘଟଣା ଘଟିଥିବା ବେଳେ ଆଜି ଉତ୍ତର ପ୍ରଦେଶରେ ଏହି ଘଟଣାର ପୁନରାବୃତି ଘଟିଛି । କାନପୁରର ବଜାରିଆ ଅଞ୍ଚଳରେ ଏହି ଘଟଣା ଘଟିଛି । ପୋଲିସ୍‌ ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ଉପରେ ଆକ୍ରମଣ ଘଟଣାରେ ପୋଲିସ୍‌ 4 ଜଣଙ୍କୁ ଗିରଫ କରାଯାଇଛି । ଏହି ଆକ୍ରମଣ ପରେ ସ୍ବାସ୍ଥ୍ୟକର୍ମୀଙ୍କୁ ଉକ୍ତ ଅଞ୍ଚଳରୁ ବାହାର କରାଯାଇଥିଲେ ମଧ୍ୟ ପୋଲିସ୍‌ ପକ୍ଷରୁ ଆକ୍ରମଣ କରାଯାଇଥିଲା । ଏହାପରେ ପୋଲିସ୍‌ ଉକ୍ତ ଆକ୍ରମଣରେ ସମ୍ପୃକ୍ତ 4 ଜଣଙ୍କୁ ଗିରଫ କରିଛି । (ଏଜେନ୍ସି)

HealthWorker kanpur police
Share. Facebook Twitter LinkedIn Email WhatsApp Copy Link

Related Posts

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026
Latest News

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.