Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମେ’ 4ରୁ ହ୍ବାଟସ୍‌ ଆପ୍‌ରେ ପାଠ ପଢିବେ ସ୍କୁଲ ପିଲା
ଆଜିର ଖବର

ମେ’ 4ରୁ ହ୍ବାଟସ୍‌ ଆପ୍‌ରେ ପାଠ ପଢିବେ ସ୍କୁଲ ପିଲା

April 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କରୋନା ପାଇଁ ହ୍ବାଟସ୍‌ ଆପ୍‌ ମାଧ୍ୟମରେ ସ୍କୁଲ ପିଲାଙ୍କୁ ପଢାଯିବ ପାଠ । ‘ଓଡ଼ିଶା ଶିକ୍ଷା ସଂଯୋଗ’ ମାଧ୍ୟମରେ ହ୍ବାଟସ୍‌ ଆପ୍‌ରେ ପାଠ ପଢାଯିବ । ଦ୍ବିତୀୟ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ଏହି କାର୍ଯ୍ୟକ୍ରମ ଉଦ୍ଦିଷ୍ଟ । ଡିଇଓଙ୍କ ଠାରୁ ଆରମ୍ଭ କରି ପିଲାଙ୍କ ପର୍ଯ୍ୟନ୍ତ ଗ୍ରୁଫ୍‌ ଗଠନ କରି ପାଠ ପଢାଯିବ। ବିଭିନ୍ନ ବିଷୟର ପ୍ରତ୍ୟେକ ଅଧ୍ୟାୟର ପିଡିଏଫ୍‌ ପିଲାଙ୍କୁ ଗ୍ରୁପ୍‌ ମାଧ୍ୟମରେ ପଠାଯିବ । ଏହି କାର୍ଯ୍ୟକ୍ରମ ମେ’ 4ରୁ ଜୁନ୍‌ 13 ପର୍ଯ୍ୟନ୍ତ ମୋଟ୍‌ 6 ସପ୍ତାହ ଚାଲିବ । ପ୍ରତିଦିନ 45 ମିନିଟ୍‌ରୁ 1 ଘଣ୍ଟା ଅବଧିର 4ଟି ପିରିୟଡ ରହିବ । ଏନେଇ ସବୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛନ୍ତି ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ । କରୋନା ପାଇଁ ରାଜ୍ୟ ସରକାର ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନକୁ ଜୁନ୍‌ 17 ପର୍ଯ୍ୟନ୍ତ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି ।

ଅନଲାଇନ୍‌ କ୍ଲାସ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହେଲେ ମାଲକାନଗିରିର ବସନ୍ତ କୁମାର ରଣା

August 26, 2025

ୟୁନିଫାଏଡ୍ ପେନସନ୍ ସ୍କିମ୍ ରୁ ନ୍ୟାସନାଲ୍ ପେନସନ୍ ସିଷ୍ଟମ୍ କୁ କରନ୍ତୁ ପରିବର୍ତ୍ତନ, ଜାଣନ୍ତୁ କେମିତି

August 26, 2025

ରାଜ୍ୟଗୋଷ୍ଠୀ ଭାରୋତ୍ତଳନ ପ୍ରତିଯୋଗୀତା: ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିଲେ ଓଡିଶା ଝିଅ

August 26, 2025

୪ଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସହ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ବୁଝାମଣାପତ୍ର ସ୍ୱାକ୍ଷର

August 26, 2025
Latest News

‘ଯଦି ତୁମେ ଶାନ୍ତି ଚାହୁଁଛ, ଯୁଦ୍ଧ ପାଇଁ ପ୍ରସ୍ତୁତ ରୁହ…’ ସିଡିଏସ୍ ଅନିଲ ଚୌହାନଙ୍କ ବାର୍ତ୍ତା

August 26, 2025

ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହେଲେ ମାଲକାନଗିରିର ବସନ୍ତ କୁମାର ରଣା

August 26, 2025

ୟୁନିଫାଏଡ୍ ପେନସନ୍ ସ୍କିମ୍ ରୁ ନ୍ୟାସନାଲ୍ ପେନସନ୍ ସିଷ୍ଟମ୍ କୁ କରନ୍ତୁ ପରିବର୍ତ୍ତନ, ଜାଣନ୍ତୁ କେମିତି

August 26, 2025

ରାଜ୍ୟଗୋଷ୍ଠୀ ଭାରୋତ୍ତଳନ ପ୍ରତିଯୋଗୀତା: ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିଲେ ଓଡିଶା ଝିଅ

August 26, 2025

୪ଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସହ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ବୁଝାମଣାପତ୍ର ସ୍ୱାକ୍ଷର

August 26, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.