Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା 33 ହଜାର ପାର୍‌ କଲା, ଏପର୍ଯ୍ୟନ୍ତ 1074ଜଣଙ୍କ ମୃତ୍ୟୁ
ଆଜିର ଖବର

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା 33 ହଜାର ପାର୍‌ କଲା, ଏପର୍ଯ୍ୟନ୍ତ 1074ଜଣଙ୍କ ମୃତ୍ୟୁ

April 30, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା 33 ହଜାର ପାର୍‌ କରିଛି ।  ସ୍ବାସ୍ଥ୍ୟ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁସାରେ ଦେଶରେ ଏବେ ସୁଦ୍ଧା 33 ହଜାର 50 ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି । ସେହିପରି 1 ହଜାର 74 ଜଣ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି । ସେହିପରି 8 ହଜାର 325 ଜଣ ସୁସ୍ଥ ହୋଇଥିବାବେଳେ ଏପର୍ଯ୍ୟନ୍ତ ଦେଶରେ 23 ହଜାର 651ଜଣ ସକ୍ରିୟ ରହିଛନ୍ତି ।

ଦେଶରେ ସର୍ବାଧିକ କରୋନା ପ୍ରଭାବିତ ରାଜ୍ୟ ମଧ୍ୟରେ ରହିଛି ମହାରାଷ୍ଟ୍ର । ଏଠାରେ 9915ଟି ମାମଲା ସାମ୍ନାକୁ ଆସିଥିବାବେଳେ 432ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି 1593ଜଣ ସୁସ୍ଥ ହୋଇଛନ୍ତି । ମହାରାଷ୍ଟ୍ର ପରେ ଦ୍ବିତୀୟ ସର୍ବାଧିକ ରାଜ୍ୟ ଭାବେ ଗୁଜୁରାଟରୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଠାରେ 4082ଜଣ ସଂକ୍ରମିତ ହୋଇଥିବାବେଳେ 197ଜଣଙ୍କ ମୃତ୍ୟୁ ହୋଇଛି । ଦିଲ୍ଲୀରେ 56ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 3439ଟି ମାମଲା ସାମ୍ନାକୁ ଆସିଛି । ସେହିପରି ମଧ୍ୟପ୍ରଦେଶରେ 2561ଜଣ ସଂକ୍ରମିତ ରହିଥିବାବେଳେ 129ଜଣଙ୍କର ମୃତ୍ୟୁ ହୋଇଛି । ରାଜସ୍ଥାନରେ 51 ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଥିବାବେଳେ 2438ଟି ମାମଲା ସାମ୍ନାକୁ ଆସିଛି । ତାମିଲନାଡୁରେ 2162ଜଣ ସଂକ୍ରମିତ ରହିଥିବାବେଳେ ମୃତ୍ୟୁବରଣ କରିଛନ୍ତି 27 ଜଣ । ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା 2134ରେ ପହଞ୍ଚିଥିବାବେଳେ 39ଜଣଙ୍କର ଜୀବନ ଯାଇଛି ।

ଏତଦ୍‌ବ୍ୟତୀତ ଆନ୍ଧ୍ରପ୍ରଦେଶରେ 1332 ଜଣ ସଂକ୍ରମିତ ରହିଥିବାବେଳେ ମୃତ୍ୟୁ ବରଣ କଛନ୍ତି 31 ଜଣ ।  ଆସାମରେ 38ଟି ମାମଲା ଆସିଥିବାବେଳେ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ବିବହାରରେ 392 ମାମଲା ଆସଦିଥିବାବେଳ 2 ଜଣଙ୍କର ମୃତ୍ୟୁ ହୋଇଛି । ହରିୟାଣାର 310ଜଣ ସଂକ୍ରମିତ ରହିଥିବାବେଳେ ତିନିଜଣଙ୍କର ମୃତ୍ୟୁ ହୋଇଛି । ଜମ୍ମୁକାଶ୍ମୀରରେ 581ଟି ମାମଲା ଆସିଥିବା 8 ଜଣଙ୍କ ମୃତ୍ୟୁ ହୋଇଛି । କର୍ଣ୍ଣାଟକରେ 535ଟି ମାମଲା ରହିଥିବାବେଳେ 21 ଜଣଙ୍କର ମୃତ୍ୟୁ ହୋଇଛି । ମେଘାଳୟରେ 12ଟି ମାମଲା ରହିଥିବାବେଳେ ଜଣକର ମୃତ୍ୟୁ ହୋଇଛି । ହିମାଚଳ ପ୍ରଦେଶରେ 40 ଜଣ ସଂକ୍ରମିତ ରହିଥିବାବେଳେ ଜଣଙ୍କର ମୃତ୍ୟୁ ହୋଇଛି । କେରଳରେ ସର୍ବପ୍ରଥମେ କରୋନା ସଂକ୍ରମିତ ରହିଥିବାବେଳେ ଏଠାରେ ଏବେ 495ଟି ମାମଲା ସାମ୍ନାକୁ ଆସିଛି । ଏଠାରେ ଚାରି ଜଣଙ୍କର ମୃତ୍ୟୁ ହୋଇଛି ।

ଓଡ଼ିଶାରେ 128ଟି ମାମଲା ଆସିଥିବାବେଳେ ଜଣକର ମୃତ୍ୟୁ ହୋଇଛି । ପଞ୍ଜାବରେ 357ଟି ମାମଲା ରହିଥିବାବେଳେ 19ଜଣଙ୍କର ମୃତ୍ୟୁ ହୋଇଛି । ତେଲେଙ୍ଗାନାରେ 1012ଟି ମାମଲା ଆସିଥିବାବେଳେ 26 ଜଣଙ୍କର ମୃତ୍ୟୁ ହୋଇଛି । ପଶ୍ଚିମବଙ୍ଗରେ 758ଟି କେସ୍‌ ଆସିଥିବାବେଳେ 22ଜଣଙ୍କର ମୃତ୍ୟୁ ହୋଇଛି । ଉତ୍ତରାଖଣ୍ଡରୁ 55ଟି ସଂକ୍ରମିତ ମାମଲା ସାମ୍ନାକୁ ଆସିଛି । ଆଣ୍ଡମାନା ନିକୋବରରୁ 33 ଜଣ ସଂକ୍ରମିତ ରହିଛନ୍ତି । ସେହିପରି ଲଦାଖରେ 22ଜଣ ସଂକ୍ରମିତ ରହିଛନ୍ତି । ମଣିପୁରେ 2 ଜଣ, ତ୍ରିପୁରାରେ 2ଜଣ ସଂକ୍ରମିତ ମିଜୋରାମରେ ଜଣେ ଓ ଗୋଆରେ 7ଜଣ ସଂକ୍ରମିତ ରହିଥିଲେ । ଏବେ ଏହି ଚାରୋଟି ରାଜ୍ୟ କରୋନା ମୁକ୍ତ ହୋଇଛନ୍ତି । (ଏଜେନ୍ସି)

coronaoutbreak
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଫେସର କହ୍ନେୟା ତ୍ରିପାଠୀଙ୍କ ଆଇସିଏଆର-ସିଆଇଡବ୍ଲୁଏ ପରିଦର୍ଶନ

March 23, 2026

ଆଜି ମାର୍ଚ୍ଚ ୨୩ ତାରିଖ: ଏହି ଆଠଟି ରାଶି ପାଇଁ ଖୁସି ଖବର, ବଢିବ ଧନ

March 23, 2026

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026
Latest News

ପ୍ରଫେସର କହ୍ନେୟା ତ୍ରିପାଠୀଙ୍କ ଆଇସିଏଆର-ସିଆଇଡବ୍ଲୁଏ ପରିଦର୍ଶନ

March 23, 2026

ଆଜି ମାର୍ଚ୍ଚ ୨୩ ତାରିଖ: ଏହି ଆଠଟି ରାଶି ପାଇଁ ଖୁସି ଖବର, ବଢିବ ଧନ

March 23, 2026

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.