Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏହି ରାଜ୍ୟରେ ହ୍ରାସ କରାଯିବ ସରକାରୀ କର୍ମଚାରୀଙ୍କ ବେତନ : ବିଧେୟକକୁ ରାଜ୍ୟପାଳଙ୍କ ମଞ୍ଜୁରୀ
ଆଜିର ଖବର

ଏହି ରାଜ୍ୟରେ ହ୍ରାସ କରାଯିବ ସରକାରୀ କର୍ମଚାରୀଙ୍କ ବେତନ : ବିଧେୟକକୁ ରାଜ୍ୟପାଳଙ୍କ ମଞ୍ଜୁରୀ

April 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଥିରୁଅନନ୍ତପୁରମ : କରୋନା ଭାଇରସ୍ ସଂକ୍ରମଣ କାରଣରୁ ଦେଶରେ ଦେଖାଦେଇଥିବା ଅର୍ଥନୈତିକ ସଙ୍କଟର ମୁକାବିଲା କରିବା ପାଇଁ ପ୍ରଥମ ରାଜ୍ୟ ଭାବରେ କେରଳ ପଦକ୍ଷେପ ଗ୍ରହଣ କରିଛି । କେରଳ ନିଜର ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଏହି ନିୟମ ଲାଗୁ କରିଥିବା ବେଳେ ଏଥି ନିମନ୍ତେ ଏକ ବିଧେୟକ ଆଣିଛି । ଏହି ବିଧେୟକକୁ କେରଳ ରାଜ୍ୟପାଳ ଆରିଫ୍‌ ମହମ୍ମଦ ଖାନ୍‌ ମଞ୍ଜୁରୀ ପ୍ରଦାନ କରିଥିବା ବେଳେ ଏହା ଆଇନରେ ପରିଣତ ହୋଇଛି । ଆସନ୍ତା 5 ମାସ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀଙ୍କ ପ୍ରତିମାସର 6 ଦିନର ବେତନ କାଟିବା ନେଇ ମୁଖ୍ୟମନ୍ତ୍ରୀ ପିନରାୟୀ ବିଜୟନ୍‌ ଘୋଷଣା କରିଥିଲେ । (ଏଜେନ୍ସି)

covid19 kerala Lockdown
Share. Facebook Twitter LinkedIn Email WhatsApp Copy Link

Related Posts

ବିପଦରେ ଦେଶର ପରମାଣୁ ସୁରକ୍ଷା!: ଲିକ୍ ହେଲା ସର୍ବବୃହତ ପରମାଣୁ ଶକ୍ତି କେନ୍ଦ୍ରରୁ ତଥ୍ୟ

July 15, 2026

ଗୁଳିକାଣ୍ଡ ଘଟଣା: ଗିରଫ ହେଲେ ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ

July 15, 2026

ଜିଓହୋମ୍ ଟିଭି ପ୍ୟାକ୍ ଶୁଭାରମ୍ଭ; ମାସିକ ମାତ୍ର ୪୦୦ ଟଙ୍କାରେ ୧,୦୦୦+ ଲାଇଭ୍ ଟିଭି ଚ୍ୟାନେଲ୍

July 15, 2026

ଓଡ଼ିଶାରେ ବଢୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ

July 15, 2026
Latest News

ବିପଦରେ ଦେଶର ପରମାଣୁ ସୁରକ୍ଷା!: ଲିକ୍ ହେଲା ସର୍ବବୃହତ ପରମାଣୁ ଶକ୍ତି କେନ୍ଦ୍ରରୁ ତଥ୍ୟ

July 15, 2026

ଗୁଳିକାଣ୍ଡ ଘଟଣା: ଗିରଫ ହେଲେ ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ

July 15, 2026

ଜିଓହୋମ୍ ଟିଭି ପ୍ୟାକ୍ ଶୁଭାରମ୍ଭ; ମାସିକ ମାତ୍ର ୪୦୦ ଟଙ୍କାରେ ୧,୦୦୦+ ଲାଇଭ୍ ଟିଭି ଚ୍ୟାନେଲ୍

July 15, 2026

ଓଡ଼ିଶାରେ ବଢୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ

July 15, 2026

ବାଙ୍କିପୁର ଉପନିର୍ବାଚନର ବିଜେପି ପ୍ରାର୍ଥୀଙ୍କ ବିରୋଧରେ କୋର୍ଟ ଯିବ ଆରଜେଡି: ବାତିଲ ହେବ କି ନାମାଙ୍କନ?

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.