Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସେଣ୍ଟ୍ରାଲ ଭିଷ୍ଟା ପ୍ରକଳ୍ପ ଉପରେ ରୋକ୍‌ ଲଗାଇବାକୁ ମନାକଲେ ସର୍ବୋଚ୍ଚ କୋର୍ଟ
ଆଜିର ଖବର

ସେଣ୍ଟ୍ରାଲ ଭିଷ୍ଟା ପ୍ରକଳ୍ପ ଉପରେ ରୋକ୍‌ ଲଗାଇବାକୁ ମନାକଲେ ସର୍ବୋଚ୍ଚ କୋର୍ଟ

April 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ସେଣ୍ଟ୍ରାଲ ଭିଷ୍ଟା ପ୍ରକଳ୍ପ ଉପରେ ରୋକ୍‌ ଲଗାଇବାକୁ ମନା କରିଛନ୍ତି ସର୍ବୋଚ୍ଚ କୋର୍ଟ । ଦେଶରେ କରୋନା ସଂକ୍ରମଣ ସମୟରେ 20 ହଜାର କୋଟିର ଏହି ପ୍ରକଳ୍ପ ଉପରେ ରୋକ୍‌ ଲଗାଇବା ପାଇଁ ରାଜୀବ ସୂରୀ ଏକ ଯାଚିକା ଦାଖଲ କରିଥିଲେ । ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌ ଏ ବୋବଡେ ଏହି ମାମଲାର ଶୁଣାଣି କରିଥିଲେ । ବର୍ତ୍ତମାନ ମହାମାରୀ ସମୟରେ ଏହି ପ୍ରକଳ୍ପର କାମରେ ଅଗ୍ରଗତିରେ କୌଣସି ସମ୍ଭାବନା ନାହିଁ ବୋଲି ଦର୍ଶାଇବା ସହିତ ମାମଲା ଉପରେ ରୋକ୍‌ ଲଗାଇବାକୁ ମନା କରି ଦେଇଥିଲେ । ଉଲ୍ଲେଖଯୋଗ୍ୟ ଯେ, ସଂସଦ ଭବନ, ରାଷ୍ଟ୍ରପତି ଭବନ, ଉପ ରାଷ୍ଟ୍ରପତି ଭବନ, ସଚିବାଳୟର ନବୀକରଣ ଏବଂ ରାଷ୍ଟ୍ରପତି ଭବନରୁ ଇଣ୍ଡିଆ ଗେଟ୍‌ ପର୍ଯ୍ୟନ୍ତ ରାସ୍ତାର ପୁନଃନିର୍ମାଣ କାମ ପାଇଁ 20 ହଜାର କୋଟିର ଅର୍ଥ ଘୋଷଣା କରାଯାଇଥିଲା । (ଏଜେନ୍ସି)

cji supremecourt
Share. Facebook Twitter LinkedIn Email WhatsApp Copy Link

Related Posts

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026
Latest News

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.