Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 33 ହଜାର ଛୁଇଁଲା : ଆରୋଗ୍ୟ ହାର 25 ପ୍ରତିଶତରୁ ଅଧିକ
ଆଜିର ଖବର

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 33 ହଜାର ଛୁଇଁଲା : ଆରୋଗ୍ୟ ହାର 25 ପ୍ରତିଶତରୁ ଅଧିକ

April 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଥିବା ବେଳେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 33 ହଜାର ଅତିକ୍ରମ କରିଛି । ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 33050 ଛୁଇଁଥିବା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଲବ୍‌ ଅଗ୍ରଓ୍ବାଲ ପ୍ରକାଶ କରିଛନ୍ତି । ଏହା ସହିତ ବର୍ତ୍ତମାନ ସୁଦ୍ଧା ଆରୋଗ୍ୟଙ୍କ ସଂଖ୍ୟା ମଧ୍ୟ 25 ପ୍ରତିଶତ ଅତିକ୍ରମ କରିଛି । ସମୁଦାୟ 8324 ଜଣ ଆକ୍ରାନ୍ତ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇଛନ୍ତି । ବିଗତ 24 ଘଣ୍ଟା ମଧ୍ୟରେ 1718ଟି ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ବର୍ତ୍ତମାନ ସୁଦ୍ଧା ସମୁଦାୟ ମୃତ୍ୟୁ ସଂଖ୍ୟା 1074ରେ ପହଞ୍ଚିଛି । ସେହିପରି କରୋନା ଦ୍ବିଗୁଣିତ ହେବାର ହାର ମଧ୍ୟ 11.3ରେ ପହଞ୍ଚିଛି । ଲକ୍‌ଡାଉନ୍‌ ପୂର୍ବରୁ ଏହି ହାର 3.2 ରହିଥିଲା । ବର୍ତ୍ତମାନର ଏହି ସଦଂଖ୍ୟା ସନ୍ତୋଷଜନକ ବୋଲି ସ୍ବାସ୍ଥ୍ୟସଚିବ ସୂଚନା ଦେଇଛନ୍ତି । (ଏଜେନ୍ସି)

covid19 luvagrawal
Share. Facebook Twitter LinkedIn Email WhatsApp Copy Link

Related Posts

କେତେବେଳେ ଆରମ୍ଭ ହେବ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ୍?: ଜାଣନ୍ତୁ ସବୁକିଛି

July 3, 2026

ପଞ୍ଜାବ ନିର୍ବାଚନ ପୂର୍ବରୁ ବଢିଲା ଚର୍ଚ୍ଚା: ଅମିତ ଶାହଙ୍କୁ ଭେଟିଲେ କଂଗ୍ରେସ ନେତା ସୁଖଜିନ୍ଦର ସିଂହ ରନ୍ଧାୱା

July 3, 2026

ଜୁଲାଇ ୨୦ ରୁ ସଂସଦର ମୌସୁମୀ ଅଧିବେଶନ: ସରକାରଙ୍କର ଫୋକସରେ ରହିବ ଏହି ବିଲ

July 3, 2026

‘ଡିଜିଟାଲ ଆରେଷ୍ଟ’ ନାଁରେ ହେଉଛି ବଡ଼ ଠକେଇ! ସତର୍କ କଲା କମିଶନରେଟ ପୋଲିସ

July 3, 2026
Latest News

ଜାପାନୀ ସଂସ୍ଥା ଓଡିଶାରେ କରିବେ ୩ଟି ପ୍ରକଳ୍ପ, ନିବେଶ- ୬୭,୦୦୦ କୋଟି ଟଙ୍କା, ବୁଝାମଣା ସ୍ବାକ୍ଷରିତ

July 3, 2026

କେତେବେଳେ ଆରମ୍ଭ ହେବ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ୍?: ଜାଣନ୍ତୁ ସବୁକିଛି

July 3, 2026

ପଞ୍ଜାବ ନିର୍ବାଚନ ପୂର୍ବରୁ ବଢିଲା ଚର୍ଚ୍ଚା: ଅମିତ ଶାହଙ୍କୁ ଭେଟିଲେ କଂଗ୍ରେସ ନେତା ସୁଖଜିନ୍ଦର ସିଂହ ରନ୍ଧାୱା

July 3, 2026

ଜୁଲାଇ ୨୦ ରୁ ସଂସଦର ମୌସୁମୀ ଅଧିବେଶନ: ସରକାରଙ୍କର ଫୋକସରେ ରହିବ ଏହି ବିଲ

July 3, 2026

‘ଡିଜିଟାଲ ଆରେଷ୍ଟ’ ନାଁରେ ହେଉଛି ବଡ଼ ଠକେଇ! ସତର୍କ କଲା କମିଶନରେଟ ପୋଲିସ

July 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.