Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ପାଇଁ ଆଶ୍ବସ୍ତି : ସୁସ୍ଥ ହେଲେ 14 କରୋନା ଆକ୍ରାନ୍ତ
ଆଜିର ଖବର

ରାଜ୍ୟ ପାଇଁ ଆଶ୍ବସ୍ତି : ସୁସ୍ଥ ହେଲେ 14 କରୋନା ଆକ୍ରାନ୍ତ

May 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 14 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି 14 ଜଣ ସୁସ୍ଥ ହେବା ସହିତ ରାଜ୍ୟରେ ସମୁଦାୟ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା 55ରେ ପହଞ୍ଚିଛି । ସୁସ୍ଥ ବ୍ୟକ୍ତିଙ୍କ ମଧ୍ୟରେ କେନ୍ଦ୍ରାପଡାର ଜଣେ, ଭୁବନେଶ୍ବରର 3 ଜଣ, ବାଲେଶ୍ବରର ତିନି ଜଣ ଏବଂ ଭଦ୍ରକର 7 ଜଣ ବ୍ୟକ୍ତି ରହିଛନ୍ତି । ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 148ରେ ପହଞ୍ଚିଥିବା ବେଳେ ତନ୍ମଧ୍ୟରୁ 55 ଜଣ ସୁସ୍ଥ ହୋଇଛନ୍ତି ଏବଂ ଜଣଙ୍କର ପ୍ରାଣହାନି ଘଟିଛି । ଏହା ସହିତ କେନ୍ଦ୍ରାପଡା ଜିଲ୍ଲା ସମ୍ପୂର୍ଣ୍ଣ କରୋନା ମୁକ୍ତ ହୋଇଛି ।

corona covid19 TopNews
Share. Facebook Twitter LinkedIn Email WhatsApp Copy Link

Related Posts

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

୫୦ ହଜାର ଝିଅଙ୍କୁ ମିଳିବ ସ୍କୁଟି: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ଼ ଘୋଷଣା

August 26, 2026
Latest News

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

୫୦ ହଜାର ଝିଅଙ୍କୁ ମିଳିବ ସ୍କୁଟି: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ଼ ଘୋଷଣା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.