Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବର କଟକ ସମେତ ଦୁଇଟି ଜିଲ୍ଲାର 12ଟି ବ୍ଲକରେ ହେବ ଚଡଚଡି ସହିତ କାଳ ବୈଶାଖୀ ବର୍ଷା
ଆଜିର ଖବର

ଆଜି ଭୁବନେଶ୍ବର କଟକ ସମେତ ଦୁଇଟି ଜିଲ୍ଲାର 12ଟି ବ୍ଲକରେ ହେବ ଚଡଚଡି ସହିତ କାଳ ବୈଶାଖୀ ବର୍ଷା

May 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Dangerous Thunderstorm & Lightning Alert for BKhurda, Begunia blocks of Khurda dist, Banki, Badamba, Tigiria, Banki Dampada, Athagarh blocks of Cuttack district within 4.53 PM today on 1.5.2020. Source: Earth Network

ଭୁବନେଶ୍ବର, ଆଜି ରାଜ୍ୟର ଦୁଇଟି ଜିଲ୍ଲାର 12 ବ୍ଲକରେ ଘଡଘଡ ଚଡଚଡି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ତଥ୍ୟ ଦେଇଛି ଆର୍ଥ ନେଟୱେର୍କ। ଏହି ନେଟୱେର୍କ ତରଫରୁ ପ୍ରକାଶିତ ମାନଚିତ୍ରରେ ଏହି ସ୍ପଷ୍ଟ ସୂଚନା ମିଳିଛି। ଏହି ଦୁଇଟି ଜିଲ୍ଲା ହେଲା ଖୋର୍ଦ୍ଧା ଏବଂ କଟକ ଜିଲ୍ଲା।

ଏହି ଦୁଇଜିଲ୍ଲାର ଯେଉଁ 12ଟି ବ୍ଲକରେ ଏହି କାଳ ବୈଶାଖୀ ଦେଖାଦେବ ସେଗୁଡିକ ହେଲା ଖୋର୍ଦ୍ଧା ଜିଲ୍ଲାର ଭୁବନେଶ୍ବର, ବେଗୁନିଆ,ବାଲିଅନ୍ତା ଏବଂ ଜଟଣୀ ବ୍ଲକ। ସେହିପରି କଟକ ଜିଲ୍ଲାର କଟକ, ବାଙ୍କି,ବଡମ୍ବା,ତିଗିରିଆ, ଡମପଡା, ଆଠଗଡ, ବାରଙ୍ଗ ଏବଂ କଟକ ସଦର ବ୍ଲକରେ ଏହି ବର୍ଷା ହେବ।

banki
Share. Facebook Twitter LinkedIn Email WhatsApp Copy Link

Related Posts

ସିମଲାସ୍ଥିତ କେନ୍ଦ୍ରୀୟ ଆଳୁ ଗବେଷଣା ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 24, 2026

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ଆଇପିଏଲର ସବୁଠାରୁ ମହଙ୍ଗା ଦଳ ହେଲା ରାଜସ୍ଥାନ ରୟାଲ୍ସ ଦଳ: ୧୫୨୮୬ କୋଟିରେ ହେଲା ବିକ୍ରି

March 24, 2026

ରେଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ ପ୍ରତିନିଧି ଦଳ: ଜାଣନ୍ତୁ କାରଣ

March 24, 2026
Latest News

ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ରାଜ୍ୟସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

March 24, 2026

ସିମଲାସ୍ଥିତ କେନ୍ଦ୍ରୀୟ ଆଳୁ ଗବେଷଣା ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 24, 2026

ମୋଦୀ କେବଳ ଜଣେ ବ୍ୟକ୍ତି ନୁହଁନ୍ତି ବରଂ ଏକ ବିଚାରଧାରା ଓ ଅନୁଷ୍ଠାନ: କେନ୍ଦ୍ର କୃଷି ମନ୍ତ୍ରୀ ଚୌହାନ

March 24, 2026

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ମଧ୍ୟପ୍ରାଚ୍ୟ ସଙ୍କଟ ଉପରେ ସର୍ବଦଳୀୟ ବୈଠକରେ ଯୋଗଦେବେ ନାହିଁ ରାହୁଲ ଗାନ୍ଧୀ: କହିଲେ କାରଣ

March 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.