Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ରରେ ବିଫଳ ପ୍ଲାଜ୍‌ମା ଥେରାପୀ : ପ୍ରାଣ ହରାଇଲେ 53 ବର୍ଷୀୟ ବ୍ୟକ୍ତି
ଆଜିର ଖବର

ମହାରାଷ୍ଟ୍ରରେ ବିଫଳ ପ୍ଲାଜ୍‌ମା ଥେରାପୀ : ପ୍ରାଣ ହରାଇଲେ 53 ବର୍ଷୀୟ ବ୍ୟକ୍ତି

May 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : କରୋନା ଚିକିତ୍ସାରେ ନୂତନ ସମ୍ଭାବନା ସୃଷ୍ଟି କରିଥିବା ପ୍ଲାଜ୍‌ମା ଥେରାପୀ ବିଫଳ ହୋଇଛି । ମହାରାଷ୍ଟ୍ର ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ଗତକାଲି ପ୍ଲାଜ୍‌ମା ଥେରାପୀ ଚିକିତ୍ସା ସମ୍ପର୍କରେ ସୂଚନା ଦେଇଥିବା ବେଳେ ଶୁକ୍ରବାର ପ୍ଲାଜ୍‌ମା ଥେରାପୀ ବିଫଳ ହୋଇଥିବା ନେଇ ଖବର ଆସିଛି । ଲୀଲାବତୀ ହସ୍ପିଟାଲର ଚେୟାରମ୍ୟାନ୍‌ ଡ. ରବିଶଙ୍କର ଟ୍ବିଟ୍‌ କରି ଏହି ସୂଚନା ଦେଇଛନ୍ତି । ଲୀଲାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା 53 ବର୍ଷୀୟ ବ୍ୟକ୍ତିଙ୍କମର ପ୍ଲାଜ୍‌ମା ଥେରାପୀରେ ଚିକିତ୍ସା କରାଯାଉଥିବା ବେଳେ ସେ ଶୁକ୍ରବାର ଦିନ ପ୍ରାଣ ହରାଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଏହା ପୂର୍ବରୁ ସମସ୍ତ ରାଜ୍ୟ ମାନଙ୍କୁ ପ୍ଲାଜ୍‌ମା ଥେରାପୀରେ ଚିକିତ୍ସା ନକରିବା ପାଇଁ ଆଇସିଏମ୍‌ଆର ପକ୍ଷରୁ ଚେତାବନୀ ଦିଆଯାଇଥିଲା । (ଏଜେନ୍ସି)

covid19 plasmatherapy
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.