Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରମିକ ଦିବସରେ ସରକାରଙ୍କ ଉପହାର : 5ଟି ଶ୍ରମିକ ସ୍ପେସିଆଲ ଟ୍ରେନ୍‌ ଚାଲିବା ନେଇ ଘୋଷଣା
ଆଜିର ଖବର

ଶ୍ରମିକ ଦିବସରେ ସରକାରଙ୍କ ଉପହାର : 5ଟି ଶ୍ରମିକ ସ୍ପେସିଆଲ ଟ୍ରେନ୍‌ ଚାଲିବା ନେଇ ଘୋଷଣା

May 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଶ୍ରମିକ ଦିବସ ଅବସରରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଶ୍ରମିକ ମାନଙ୍କୁ ଉପହାର ପ୍ରଦାନ କରାଯାଇଛି । ଏହି ଅବସରରେ 5ଟି ଶ୍ରମିକ ସ୍ପେସିଆଲ ଟ୍ରେନ୍‌ ଚଳାଚଳ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି । ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରବାସୀ ଶ୍ରମିକ ମାନଙ୍କୁ ନିଜ ନିଜ ରାଜ୍ୟକୁ ପଠାଇବା ପାଇଁ ଏହି ଟ୍ରେନ୍‌ ଚଳାଇବାକୁ ଘୋଷଣା କରାଯାଇଛି । ଏହି ଟ୍ରେନ୍‌ରେ ପଠାଯିବା ପୂର୍ବରୁ ସମସ୍ତ ଶ୍ରମିକଙ୍କର ସ୍କ୍ରିନିଂ କରାଯିବ । ଲକ୍ଷଣ ନଥିବା ବ୍ୟକ୍ତିଙ୍କୁ ଘରକୁ ପଠାଯିବ । ନିଜ ରାଜ୍ୟରେ ପହଞ୍ଚିବା ପରେ ସାନିଟାଇଜ୍‌ କରାଯାଇଥିବା ବସ୍‌ରେ ସମସ୍ତଙ୍କୁ କ୍ବାରେଣ୍ଟାଇନ୍‌ ସେଣ୍ଟର ପଠାଯିବ । ମେ 1 ତାରିଖ ବା ଶ୍ରମିକ ଦିବସ ଅବସରରେ 6ଟି ଟ୍ରେନ୍‌ ଚଳାଇବା ପାଇଁ ନିଷ୍ପତ୍ତି ନିଆଯାଇଛି ।

ଟ୍ରେନ୍‌ ଗୁଡିକର ତାଲିକା :
1. ଲିଙ୍ଗମପଲ୍ଲୀରୁ ହାଟିଆ
2. ଆଲୁଭାରୁ ଭୁବନେଶ୍ବର
3. ନାସିକରୁ ଲକ୍ଷ୍ନୌ
4. ନାସିକରୁ ଭୋପାଳ
5. ଜୟପୁରରୁ ପାଟନା
6. କୋଟାରୁ ହାଟିଆ

specialtrain
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୩ ଯାଏଁ ରାଜ୍ୟରେ କାଳବୈଶାଖୀର ସମ୍ଭାବନା 

April 1, 2026

“ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ସମସ୍ତଙ୍କୁ ଗଭୀର ବ୍ୟଥିତ କରିଛି”: ପୃଥ୍ବୀରାଜ ହରିଚନ୍ଦନ

April 1, 2026

ଆଜି ଓଡିଶା ଦିବସରୁ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ପାଳିତ ହେବ ‘ଓଡ଼ିଆ ପକ୍ଷ–୨୦୨୬’

April 1, 2026

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

April 1, 2026
Latest News

ଆସନ୍ତା ୩ ଯାଏଁ ରାଜ୍ୟରେ କାଳବୈଶାଖୀର ସମ୍ଭାବନା 

April 1, 2026

“ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ସମସ୍ତଙ୍କୁ ଗଭୀର ବ୍ୟଥିତ କରିଛି”: ପୃଥ୍ବୀରାଜ ହରିଚନ୍ଦନ

April 1, 2026

ଆଜି ଓଡିଶା ଦିବସରୁ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ପାଳିତ ହେବ ‘ଓଡ଼ିଆ ପକ୍ଷ–୨୦୨୬’

April 1, 2026

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

April 1, 2026

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.