Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରର ରେଳ ସଦନ ନିକଟରେ ଅଗ୍ନିକାଣ୍ଡ, ଦୁଇଟି ଦମକଳ ଲାଗି ନିଆଁକୁ କଲେ ଆୟତ୍ତ
ଆଜିର ଖବର

ଭୁବନେଶ୍ବରର ରେଳ ସଦନ ନିକଟରେ ଅଗ୍ନିକାଣ୍ଡ, ଦୁଇଟି ଦମକଳ ଲାଗି ନିଆଁକୁ କଲେ ଆୟତ୍ତ

May 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Fire in Bhubaneswar near Rail Sadan

ଭୁବନେଶ୍ବର, ଆଜି ସଂଧ୍ୟାରେ ଭୁବନେଶ୍ବରର ଚନ୍ଦ୍ରଶେଖରପୁରଠାରେ ଥିବା ରେଳ ସଦନ ନିକଟରେ ନିଆଁ ଲାଗିଛି। ଏହି ସଦନ ନିକଟରେ ଥିବା ଗେଷ୍ଟ ହାଉସ ଏହି ନିଆଁ ଲାଗିଥିବାର ଜଣାପଡିଛି। ତେବେ ନିଆଁ ଲାଗିବାର କାରଣ କଣ ଜଣାପଡି ନ ଥିଲେ ମଧ୍ୟ ସର୍ଟ ସର୍କିଟ ଯୋଗୁଁ ହୋଇଥିବାର ଅନୁମାନ କରାଯାଇଛି। ହେଲେ ନିଆଁ ଜୋରରେ ବ୍ୟାପିବା ଆରମ୍ଭ କରିଥିଲା। ଖବର ପାଇବା ପରେ ଅଗ୍ନିଶମ ବିଭାଗର ଦମକଳ ଆସି ନିଆଁ ଲିଭାଇବା କାମରେ ନିୟୋଜିତ ହୋଇଥିଲା। ହେଲେ ନିଆଁର ତିବ୍ରତା ଦେଖିବା ପରେ ପୁଣି ଏକ ଦମକଳ ଆସି ଏହି ନିଆଁ ଲିଭା କାମରେ ଲାଗିଥିଲା।

କିଛି ସମୟ ପରେ ବର୍ତ୍ତମାନ ନିଆଁକୁ ଆୟତ୍ତ କରାଯାଇପାରିଛି। ବର୍ତ୍ତମାନ ଲକ ଡାଉନ ଚାଲିଥିବା ବେଳେ ନିଆଁ କିପରି ଲାଗିଲା ତାହା ଆଶ୍ଚର୍ଯ୍ୟ କରିଛି। ବର୍ତ୍ତମାନ କୌଣସି ସ୍ଥାନରେ ହୋଟେଲ କିମ୍ବା ଚା ଦୋକାନ ମଧ୍ୟ ଖୋଲି ନାହିଁ। ତେବେ କେଉଁ କାରଣରୁ ନିଆଁ ଲାଗିଲା ସେ ଅନୁଧ୍ୟାନ ଚାଲିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026

ଅତ୍ୟାଧୁନିକ କ୍ୱାଣ୍ଟମ୍ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରୟୋଗଶାଳା ପ୍ରତିଷ୍ଠା ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

June 12, 2026

ଭୟାବହ ସଡ଼କ ଦୁର୍ଘଟଣା: ୪ ପୁଲିସ କର୍ମଚାରୀଙ୍କ ମୃତ୍ୟୁ

June 12, 2026

ଦିଲ୍ଲୀର ତୁଘଲକାବାଦରେ ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ୫ ଜଣ ଗୁରୁତର

June 12, 2026
Latest News

ଡିଜେଲ୍, ପେଟ୍ରୋଲ୍ ନା ଇଭି ? 2026ରେ କେଉଁ କାର୍ ଆପଣଙ୍କ ପାଇଁ ସବୁଠାରୁ ଲାଭଦାୟକ?

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026

ଅତ୍ୟାଧୁନିକ କ୍ୱାଣ୍ଟମ୍ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରୟୋଗଶାଳା ପ୍ରତିଷ୍ଠା ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

June 12, 2026

ଭୟାବହ ସଡ଼କ ଦୁର୍ଘଟଣା: ୪ ପୁଲିସ କର୍ମଚାରୀଙ୍କ ମୃତ୍ୟୁ

June 12, 2026

ଦିଲ୍ଲୀର ତୁଘଲକାବାଦରେ ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ୫ ଜଣ ଗୁରୁତର

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.