Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯାଜପୁରରେ ଆଉ ଦୁଇ କରୋନା ପଜିଟିଭ୍‌
ଆଜିର ଖବର

ଯାଜପୁରରେ ଆଉ ଦୁଇ କରୋନା ପଜିଟିଭ୍‌

May 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଯାଜପୁରରେ ଚିହ୍ନଟ ହୋଇଛନ୍ତି ଆଉ ଦୁଇ କରୋନା ପଜିଟିଭ୍‌ । ଯାଜପୁରର ବରୀ ବ୍ଲକ୍‌ରୁ ଦୁଇ ଜଣ ପଜିଟିଭ୍‌ ଚିହ୍ନଟ ହେବା ସହିତ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 156ରେ ପହଞ୍ଚିଛି । ଆକ୍ରାନ୍ତ ଦୁଇ ଜଣ ଯାକ ପୁରୁଷ ହୋଇଥିବା ବେଳେ ଉଭୟଙ୍କ ବୟସ ଯଥାକ୍ରମେ 48 ଏବଂ 55 ରହିଛି । ଉଭୟ ଆକ୍ରାନ୍ତ କୋଲକାତା ଫେରନ୍ତା ହୋଇଥିବା ବେଳେ ଉଭୟଙ୍କର କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 156ରେ ପହଞ୍ଚିଥିବା ବେଳେ 55 ଜଣ ସୁସ୍ଥ ହୋଇଛନ୍ତି ଏବଂ ଜଣଙ୍କର ପ୍ରାଣହାନି ଘଟିଛି ।

corona covid19 jajpur TopNews
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026
Latest News

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.