Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମିକ୍ସଚର ମେସିନ୍‌ ଗାଡିରେ ଲୁଚିକି ଆସୁଥିଲେ ଶ୍ରମିକ : ଉଦ୍ଧାର ପରେ କ୍ବାରେଣ୍ଟାଇନ୍‌ରେ ଭର୍ତ୍ତି
ଆଜିର ଖବର

ମିକ୍ସଚର ମେସିନ୍‌ ଗାଡିରେ ଲୁଚିକି ଆସୁଥିଲେ ଶ୍ରମିକ : ଉଦ୍ଧାର ପରେ କ୍ବାରେଣ୍ଟାଇନ୍‌ରେ ଭର୍ତ୍ତି

May 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ : କେନ୍ଦ୍ର ସରକାରଙ୍କ ପକ୍ଷରୁ ଶ୍ରମିକ ମାନଙ୍କ ପାଇଁ ବିଭିନ୍ନ ସ୍ବତନ୍ତ୍ର ଟ୍ରେନ୍‌ ଚଳାଯାଇଥିଲେ ମଧ୍ୟ ଶ୍ରମିକ ମାନେ ଯିବା ପାଇଁ ଅଲଗା ରାସ୍ତା ବାଛୁଛନ୍ତି । ଶନିବାର ଏହିପରି ଏକ ଘଟଣା ଦେଖିବାକୁ ମିଳିଛି । ଏକ ମିକ୍ସଚର ମେସିନ୍‌ ଗାଡିରେ ଲୁଚି କରି ଯାଉଥିବା ସମୟରେ 18 ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର ପରେ ଉକ୍ତ ଶ୍ରମିକ ମାନଙ୍କୁ କ୍ବାରେଣ୍ଟାଇନ୍‌ରେ ରଖାଯାଇଛି । ଉତ୍ତର ପ୍ରଦେଶର ସିପ୍ରା ଜିଲ୍ଲାରେ ଏହି ଘଟଣା ଘଟିଛି । ଇନ୍ଦୋର ଯାଉଥିବା ସମୟରେ ସାନଓ୍ବେର ପୋଲିସ୍‌ ପକ୍ଷରୁ କଣ୍ଟେନରକୁ ଜବତ କରାଯିବା ସହିତ ସମସ୍ତ ଶ୍ରମିକଙ୍କୁ କ୍ବାରେଣ୍ଟାଇନ୍‌ ସେଣ୍ଟରକୁ ପଠାଯାଇଥିଲା । (ଏଜେନ୍ସି)

corona covid19 migrantlabour
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026
Latest News

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.