Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱର ୧୦ ସର୍ବାଧିକ ପ୍ରଦୂଷିତ ସହର ମଧ୍ୟରେ ଭାରତର ୭ଟି ସହର
ଆଜିର ଖବର

ବିଶ୍ୱର ୧୦ ସର୍ବାଧିକ ପ୍ରଦୂଷିତ ସହର ମଧ୍ୟରେ ଭାରତର ୭ଟି ସହର

March 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
7 indian cities are listed among top10 polluted city in the world
7 indian cities are listed among top10 polluted city in the world

ସ୍ୱଚ୍ଛ ଭାରତକୁ ନେଇ ଭାରତ ସରକାର ବହୁଳ ପ୍ରଚାର ପ୍ରସାର କରୁଥିବାବେଳେ ଅସଲ ଚିତ୍ର ସାମ୍ନାକୁ ଆସିଛି । ବିଶ୍ୱର ୧୦ ସର୍ବାଧିକ ପ୍ରଦୂଷିତ ସହର ମଧ୍ୟରେ ଭାରତର ୭ଟି ସହର ସ୍ଥାନ ପାଇଛନ୍ତି। ସେହିପରି ବିଶ୍ୱର ୧ ନମ୍ବର ପ୍ରଦୂଷିତ ସହର ଭାବେ ଗୁରୁଗ୍ରାମ ରହିଛି। । ସର୍ବାଧିକ ପ୍ରଦୂଷିତ ସହର ଭାବେ ପ୍ରଥମ ୫ଟି ସ୍ଥାନରେ ପାକିସ୍ତାନର ଫୈସଲାବାଦ ସହ ୪ଟି ଭାରତୀୟ ସହର ରହିଛନ୍ତି। ଗୁରୁଗ୍ରାମ  ପ୍ରଥମରେ ଥିବା ବେଳେ  ଦ୍ବିତୀୟରେ ଗାଜିଆବାଦ, ତୃତୀୟରେ ପାକିସ୍ତାନର  ଫୈସଲାବାଦ, ଚତୁର୍ଥରେ ଫରିଦାବାଦ, ପଞ୍ଚମରେ ଭିୱାଡି, ଷଷ୍ଠରେ ନୋଏଡା, ସପ୍ତମରେ ପାଟନା,  ଅଷ୍ଟମରେ ଚୀନ୍‌ର ହୋଟାନ, ନବମରେ ଲକ୍ଷ୍ନୌ ଓ ଦଶମରେ ପାକିସ୍ତାନର ଲାହୋର ସହର ରହିଛି। ଆଇକ୍ୟୁ ଏୟାର ଭିଜୁଆଲ ଓ ଗ୍ରୀନ୍‌ ପିସ୍‌ ସଂସ୍ଥା ପକ୍ଷରୁ କରାଯାଇଥିବା ସର୍ଭେରୁ ଏଭଳି ତଥ୍ୟ ସାମ୍ନାକୁ ଆସିଛି।

india thesamikhsya world
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026
Latest News

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.