Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଲଟିଲା ପ୍ରବାସୀ ଓଡ଼ିଆଙ୍କ ବସ୍‌ : ଜଣେ ମୃତ
ଆଜିର ଖବର

ଓଲଟିଲା ପ୍ରବାସୀ ଓଡ଼ିଆଙ୍କ ବସ୍‌ : ଜଣେ ମୃତ

May 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଫୁଲବାଣୀ : ପ୍ରବାସୀ ଓଡ଼ିଆଙ୍କୁ ଧରି ଆସୁଥିବା ବସ୍‌ ଦୁର୍ଘଟଣାଗସ୍ତ ହୋଇଛି।  ସୁରତରୁ ଗଞ୍ଜାମ ଆସୁଥିବାବେଳେ ବସ୍‌ଟି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଗଞ୍ଜାମ-କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ବସ୍‌ ଓଲଟିଥିବାର ଖବର ରହିଛି। ଘାଟିର ଅନ୍ଧାରକୋଟ ନିକଟରେ ବସ୍‌ଟି ଓଲଟି ପଡିଛି। ଏହି ଦୁର୍ଘଟଣାରେ ଜଣେ ମୃତ ହୋଇଥିବା ବେଳେ ଜଣେ ଗୁରୁତର ରହିଥିବାର ଖବର ରହିଛି। ଘଟଣାସ୍ଥଳରେ ପୋଲିସ୍‌ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ବସ୍‌ଟିରେ 60ରୁ ଉର୍ଦ୍ଧ୍ବ ଯାତ୍ରୀ ରହିଥିଲେ। ପୋଲିସ୍‌ 40 ଜଣ ଯାତ୍ରୀଙ୍କୁ ଉଦ୍ଧାର କରିଥିବାବେଳେ ଜଣେ ଚାପି ହୋଇ ରହିଥିବାର ଆଶଙ୍କା ରହିଛି। ଯାତ୍ରୀଙ୍କ ମଧ୍ୟରେ 4 ମହିଳା ଓ ଦୁଇ ଶିଶୁ ରହିଛନ୍ତି। ଗୁରୁତର ଆହତଙ୍କୁ ଭଞ୍ଜନଗର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ବସ୍‌ଟି ଗୁଜୁରାଟର ହୋଇଥିବାବେଳେ ବସ୍‌ ନମ୍ବର ହେଉଛି ଜିଜେ18ଏକ୍ସ 2693 ।

ଓଲଟିଲା ବସ୍‌ ପ୍ରବାସୀ ଓଡିଆ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣି ଶିବିର

June 22, 2026

ସୁରକ୍ଷା ପ୍ରତି ଉତ୍କୃଷ୍ଟ ସତର୍କତା ପାଇଁ ଟ୍ରାକ୍ ମେଣ୍ଟେନରଙ୍କୁ ସମ୍ମାନିତ କଲା ପୂର୍ବତଟ ରେଳପଥ

June 22, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026
Latest News

ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣି ଶିବିର

June 22, 2026

ସୁରକ୍ଷା ପ୍ରତି ଉତ୍କୃଷ୍ଟ ସତର୍କତା ପାଇଁ ଟ୍ରାକ୍ ମେଣ୍ଟେନରଙ୍କୁ ସମ୍ମାନିତ କଲା ପୂର୍ବତଟ ରେଳପଥ

June 22, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.