Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁରତ ଫେରନ୍ତାଙ୍କ ବସ୍‌ ଦୁର୍ଘଟଣାର ତଦନ୍ତ ହେବ – ପରିବହନ ମନ୍ତ୍ରୀ
ଆଜିର ଖବର

ସୁରତ ଫେରନ୍ତାଙ୍କ ବସ୍‌ ଦୁର୍ଘଟଣାର ତଦନ୍ତ ହେବ – ପରିବହନ ମନ୍ତ୍ରୀ

May 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କଳିଙ୍ଗା ଘାଟି ଦୁର୍ଘଟଣାକୁ ନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା  ପ୍ରତିକ୍ରିୟା ଦେଇ ଏହି ଘଟଣାର ତଦନ୍ତ ହେବ ବୋଲି କହିଛନ୍ତି । କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ସେ ନେଇ ତଦନ୍ତ ହେବ ବୋଲି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ । ଘାଟିରେ 40ରୁ ଅଧିକ ବେଗରେ ଗାଡି ନ ଚଳାଇବାକୁ ନିର୍ଦ୍ଦେଶ ଦିଆଯିବ ବୋଲି କହିଛନ୍ତି ପରିବହନ ମନ୍ତ୍ରୀ । ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା ପାଇଁ ଦୁର୍ଘଟଣା ଘଟିଛି । ଘାଟି ରାସ୍ତାରେ ଗାଡି ଚାଳନାର ଅଭିଜ୍ଞତା ଏମାନଙ୍କର ନାହିଁ ବୋଲି କହିଛନ୍ତି ମନ୍ତ୍ରୀ ।

ସୂଚନାଯୋଗ୍ୟ, ସୁରତରୁ 60ରୁ ଉର୍ଦ୍ଧ୍ବ ପ୍ରବାସୀ ଓଡ଼ିଆଙ୍କୁ ଧରି ଗଞ୍ଜାମ ଆସୁଥିବା ଏକ ବସ୍‌ ଆଜି କଳିଙ୍ଗା ଘାଟି ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣାସ୍ଥଳରେ ଜଣକର ମୃତ୍ୟୁ ହୋଇଥିବାବେଳେ ଭଞ୍ଜନଗର ହସ୍ପିଟାଲରେ ଗୁରୁତରଙ୍କର ମୃତ୍ୟୁ ହୋଇଛି । ବସ୍‌ଟି ଗୁଜୁରାଟର ହୋଇଥିବାବେଳେ ବସ୍‌ ନମ୍ବର ହେଉଛି ଜିଜେ18ଏକ୍ସ 2693 ।

କଳିଙ୍ଗାଘାଟି
Share. Facebook Twitter LinkedIn Email WhatsApp Copy Link

Related Posts

ମରଣାନ୍ତକ ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ ଛଅ ବର୍ଷ କାରାଦଣ୍ଡରେ ଦଣ୍ଡିତ କଲେ ବାଣପୁର କୋର୍ଟ

July 29, 2026

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜୀବନୀ ଆଧାରିତ ପୁସ୍ତକ ଓଡ଼ିଆ ଓ ହିନ୍ଦୀ ଭାଷାରେ ଉନ୍ମୋଚିତ

July 29, 2026

ହଠାତ୍ ସଂସଦରେ ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ: ଜାଣନ୍ତୁ ମୁଖ୍ୟ କାରଣ କ’ଣ?

July 29, 2026

ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ଶବରୀ ପ୍ରଭାଦୀପ୍ତ ସମ୍ମାନ

July 29, 2026
Latest News

ମରଣାନ୍ତକ ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ ଛଅ ବର୍ଷ କାରାଦଣ୍ଡରେ ଦଣ୍ଡିତ କଲେ ବାଣପୁର କୋର୍ଟ

July 29, 2026

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜୀବନୀ ଆଧାରିତ ପୁସ୍ତକ ଓଡ଼ିଆ ଓ ହିନ୍ଦୀ ଭାଷାରେ ଉନ୍ମୋଚିତ

July 29, 2026

ହଠାତ୍ ସଂସଦରେ ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ: ଜାଣନ୍ତୁ ମୁଖ୍ୟ କାରଣ କ’ଣ?

July 29, 2026

ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିବେ ଟ୍ରମ୍ଫ?: ଚିନ୍ତା ବଢାଇଲା ଆମେରିକାର ନୂତନ ବିଲ୍

July 29, 2026

ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ଶବରୀ ପ୍ରଭାଦୀପ୍ତ ସମ୍ମାନ

July 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.