Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ ଦୁଇ କରୋନା ପଜିଟିଭ୍ ଚିହ୍ନଟ: ଗଞ୍ଜାମକୁ ଛୁଇଁଲା କରୋନା
ଆଜିର ଖବର

ରାଜ୍ୟରେ ଆଉ ଦୁଇ କରୋନା ପଜିଟିଭ୍ ଚିହ୍ନଟ: ଗଞ୍ଜାମକୁ ଛୁଇଁଲା କରୋନା

May 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆଜି ରାଜ୍ୟରେ ଦୁଇ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ନୂଆ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।  ରାଜ୍ୟର ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 159କୁ ବୃଦ୍ଧି ହୋଇଛି। ରାଜ୍ୟରେ ଏବେ ସୁଦ୍ଧା ଆକ୍ଟିଭ କେସ୍‌ 102 ରହିଥିବାବେଳେ ସୁସ୍ଥ ହୋଇଛନ୍ତି 56ଜଣ ଓ ଜଣେ ମୃତ୍ୟୁ ବରଣ କରିଛନ୍ତି।ଏଯାବତ୍‌ ରାଜ୍ୟର 16ଟି ଜିଲ୍ଲାକୁ କରୋନା ବ୍ୟାପିସାରିଛି।

କରୋନା ଗଞ୍ଜାମ ପଜିଟିଭ୍ ଚିହ୍ନଟ
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026
Latest News

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.