Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋକସରାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ସାମ୍ବାଦିକଙ୍କ ସମେତ ଦୁଇ ଆହତ
ଆଜିର ଖବର

କୋକସରାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ସାମ୍ବାଦିକଙ୍କ ସମେତ ଦୁଇ ଆହତ

May 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବବ୍‌ଲୁ ସାହୁ
କଳାହାଣ୍ଡି : କୋକସରା ବ୍ଲକ ଦେଇ ଯାଇଥିବା ଜାତୀୟ ରାଜପଥ ୨୬ର କାଉଡୋଳା ଛକ ନିକଟରେ ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଜଣେ ୱେବ ମିଡ଼ିଆରେ କାର୍ଯରତ ସାମ୍ବାଦିକ ଯୋଗୀନ୍ଦ୍ର କୁମାର ବାରିକ ଗୁରୁତର ହୋଇଥିବା ବେଳେ ଅନ୍ୟ ଜଣେ ଯୁବକ ମହେଶ ଦାଶ ସାମାନ୍ୟ ଆହତ ହୋଇଛନ୍ତି । ସାମ୍ବାଦିକ ଜଣଙ୍କ ଘର ଲଡୁଗାଁ ଏବଂ ସେ କାମରେ ଆସୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛନ୍ତି । ସେହିପରି ଅନ୍ୟ ଯୁବକ ଜଣକ ଜୁନାଗଡ଼ ବ୍ଲକ ହିଂଲିବାହାଳି ଗାଁର ବୋଲି ଜଣାପଡିଛି । ଘଟଣାସ୍ଥଳରେ କାଉଡୋଳା ଗାଁର ଅନ୍ୟ ଜଣେ ସାମ୍ବାଦିକ ବସନ୍ତ ସରବୁ ଓ ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସରେ କୋକସରା ଡାକ୍ତରଖାନାକୁ ପଠାଇଥିବା ଜଣାପଡିଛି । ପ୍ରାଥମିକ ଚିକିତ୍ସା ପରେ ଯୁବକଙ୍କୁ ଭବାନୀପାଟଣା ସ୍ଥାନାନ୍ତର କରାଯାଇଛି ।

accident journalist
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026
Latest News

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.