Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁ କାଶ୍ମୀରରେ ଏନ୍‌କାଉଣ୍ଟର : 5 ଯବାନଙ୍କ ସମେତ 7 ଜଣଙ୍କ ପ୍ରାଣହାନି
ଆଜିର ଖବର

ଜମ୍ମୁ କାଶ୍ମୀରରେ ଏନ୍‌କାଉଣ୍ଟର : 5 ଯବାନଙ୍କ ସମେତ 7 ଜଣଙ୍କ ପ୍ରାଣହାନି

May 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜମ୍ମୁ କାଶ୍ମୀର
କାଶ୍ମୀରରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ଦୁଇ ଆତଙ୍କବାଦୀ ନିହତ

ଶ୍ରୀନଗର : ଜମ୍ମୁ କାଶ୍ମୀରରେ ଏକ ଏନ୍‌କାଉଣ୍ଟର ଘଟିଛି । ଏହି ଏନ୍‌କାଉଣ୍ଟର 5 ଜଣ ଯବାନ ଶହୀଦ ହୋଇଥିବା ବେଳେ 2 ଜଣ ସାଧାରଣ ଲୋକ ପ୍ରାଣ ହରାଇଛନ୍ତି । ସେହିପରି ଏହି ଏନ୍‌କାଉଣ୍ଟରରେ ଦୁଇ ଜଣ ଆତଙ୍କୀ ମଧ୍ୟ ନିହତ ହୋଇଛନ୍ତି । ରବିବାର ଦିନ ଜମ୍ମୁ କାଶ୍ମୀରର କୁପଓ୍ବାରା ଜିଲ୍ଲାରେ ଏହି ଏନକାଉଣ୍ଟର ଘଟିଛି । ବିଗତ 20 ଘଣ୍ଟା ଧରି ଏନ୍‌କାଉଣ୍ଟର ପରେ 5 ଜଣ ଯବାନ ନିହତ ହୋଇଥିବା ନେଇ ଶ୍ରୀନଗରରେ ସେନାର ମୁଖପାତ୍ର ରାଜେଶ କାଲିଆ ସୂଚନା ଦେଇଛନ୍ତି । ଯବାନଙ୍କ ନାମ ପ୍ରକାଶ କରାଯାଇନଥିଲେ ମଧ୍ୟ ରାଷ୍ଟ୍ରୀୟ ରାଇଫଲ୍‌ସର କମାଣ୍ଡିଙ୍ଗ ଅଫିସର, ରାଜଓ୍ବରର ଜନୈକ ମେଜର, ଜଣେ ଲାନ୍ସ ନାଏକ, ଜଣେ ରାଇଫଲ୍‌ ମ୍ୟାନ ଏବଂ ଜମ୍ମୁ କାଶ୍ମୀର ଏସ୍‌ଓଜିର ଜଣେ ଅଫିସର ଶହୀଦ ହୋଇଛନ୍ତି । ହଣ୍ଡଓ୍ବାରାର ଚଞ୍ଜିମୁଲ୍ଲା ଗ୍ରାମରେ ସୁରକ୍ଷା ବଳଙ୍କ ସର୍ଚ୍ଚ ଅପରେସନ୍‌ ସମୟରେ ଏହି ଏନ୍‌କାଉଣ୍ଟର ଘଟିଥିଲା ।

encounter kupawara
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.