Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ବାରେଣ୍ଟାଇନ୍‌ ନିୟମ ଉଲ୍ଲଂଘନ କଲେ କଡା କାର୍ଯ୍ୟାନୁଷ୍ଠାନ : ମୁଖ୍ୟ ଶାସନ ସଚିବ
ଆଜିର ଖବର

କ୍ବାରେଣ୍ଟାଇନ୍‌ ନିୟମ ଉଲ୍ଲଂଘନ କଲେ କଡା କାର୍ଯ୍ୟାନୁଷ୍ଠାନ : ମୁଖ୍ୟ ଶାସନ ସଚିବ

May 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବିଭିନ୍ନ ରାଜ୍ୟରୁ ପ୍ରବାସୀ ଶ୍ରମିକ ମାନେ ଫେରୁଥିବା ବେଳେ ଏହାକୁ ନେଇ ବଡ ବୟାନ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ । ଫେରୁଥିବା ପ୍ରବାସୀ ଶ୍ରମିକ ମାନେ ନିୟମର ଉଲ୍ଲଂଘନ କଲେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ପ୍ରେସ୍‌ ମିଟ୍‌ରେ କହିଛନ୍ତି । ଆଜି କିଛି ଶ୍ରମିକ କ୍ବାରେଣ୍ଟାଇନ୍‌ ସେଣ୍ଟରରେ ଭଙ୍ଗାରୁଜା କରିବା ପରେ ମୁଖ୍ୟ ଶାସନ ସଚିବ ଏହି ମତ ଦେଇଛନ୍ତି ।

ଫେରୁଥିବା ପ୍ରବାସୀ ଶ୍ରମିକଙ୍କ ନିକଟରେ ଉପଯୁକ୍ତ ପାସ୍‌ ନଥିଲେ କିମ୍ବା ଆସୁଥିବା ବସ୍‌ରେ ସୋସିଆଲ ଡିଷ୍ଟାନ୍ସିଂର ପାଳନ କରାଯାଉନଥିଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ବସ୍‌କୁ ମିଳିଥିବା ରୁଟ୍‌ ବ୍ୟତିରେକ ଅନ୍ୟାନ୍ୟ ରୁଟ୍‌ରେ ଗଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ପ୍ରବାସୀ ବିଶୃଙ୍ଖଳିତ ହେଲେ ଜିଲ୍ଲାପାଳ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିବେ । ବସ୍‌ରେ ଆବଶ୍ୟକତା ଠାରୁ ଅଧିକ ଯାତ୍ରୀ ଥିଲେ ବସ୍‌କୁ ଫେରାଇ ଦିଆଯିବ ବୋଲି ମଧ୍ୟ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ।

asittripathy migrantlabour quarentine
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ଭଲ ଖବର

March 18, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026
Latest News

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ଭଲ ଖବର

March 18, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.