Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧାରେ ପହଞ୍ଚିଲା ସ୍ବତନ୍ତ୍ର ଟ୍ରେନ୍‌ : ବସ୍‌ରେ ବିଭିନ୍ନ ସ୍ଥାନକୁ ଗଲେ ପ୍ରବାସୀ ଓଡିଆ
ଆଜିର ଖବର

ଖୋର୍ଦ୍ଧାରେ ପହଞ୍ଚିଲା ସ୍ବତନ୍ତ୍ର ଟ୍ରେନ୍‌ : ବସ୍‌ରେ ବିଭିନ୍ନ ସ୍ଥାନକୁ ଗଲେ ପ୍ରବାସୀ ଓଡିଆ

May 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସଞ୍ଜୟ କୁମାର କର
ଖୋର୍ଦ୍ଧା : କୋଚିରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ରାଜ୍ୟରେ ପହଞ୍ଚିଛନ୍ତି ପ୍ରବାସୀ ଓଡିଆ । ପ୍ରାୟ 1200 ଓଡିଆଙ୍କୁ ନେଇ କୋଚିର ଆଲୁଭାରୁ ଛାଡିଥିବା ଟ୍ରେନ୍‌ଟି ରବିବାର ଖୋର୍ଦ୍ଧା ରେଳ ଷ୍ଟେସନରେ ପହଞ୍ଚିଥିଲା । ଖୋର୍ଦ୍ଧା ରୋଡ୍‌ ଷ୍ଟେସନ୍‌ରେ ସମସ୍ତ ପ୍ରବାସୀ ଓଡିଆଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ପରେ ସମସ୍ତଙ୍କୁ ନିଜ ନିଜ ଜିଲ୍ଲାକୁ ପଠାଯାଇଛି । ବସ୍‌ ଯୋଗେ ସମସ୍ତ ପ୍ରବାସୀଙ୍କୁ ନିଜ ନିଜ ଜିଲ୍ଲାର କ୍ବାରେଣ୍ଟାଇନ୍‌ ସେଣ୍ଟରକୁ ପଠାଯାଇଛି । ଏହା ସହିତ ସରକାରଙ୍କ ଏହି ପଦକ୍ଷେପକୁ ପ୍ରବାସୀ ଶ୍ରମିକଙ୍କ ପକ୍ଷରୁ ପ୍ରଶଂସା କରାଯାଇଛି ।

migrantlabour odia
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026
Latest News

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.