Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀରେ ପୁଣି 6 ଡାକ୍ତର କରୋନାରେ ସଂକ୍ରମିତ
ଆଜିର ଖବର

ଦିଲ୍ଲୀରେ ପୁଣି 6 ଡାକ୍ତର କରୋନାରେ ସଂକ୍ରମିତ

May 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶର ରାଜଧାନୀ ଦିଲ୍ଲୀରେ କରୋନା ସହ ଯୁଦ୍ଧ କରୁଥିବା ଡାକ୍ତରମାନେ ଲଗାତାର ଭାବରେ ସଂକ୍ରମିତ ହେବାର ଖବର ସାମ୍ନାକୁ ଆସୁଛି । ହିନ୍ଦୁ ରାଓ୍ବ ହସ୍ପିଟାଲର ଆଉ ତିନି ଡାକ୍ତର କରୋନାରେ ସଂକ୍ରମିତ ହୋଇଥିବାର ସୂଚନା ରହିଛି । ସେହିପରି କସ୍ତୁରବା ଗାନ୍ଧି ହସ୍ପିଟାଲରେ ମଧ୍ୟ ତିନି ଜଣ ଡାକ୍ତର କରୋନା ପଜିଟିଭ୍‌ ରହିଥିବାର ସୂଚନା ରହିଛି । ଡାକ୍ତରଙ୍କ ସମେତ ଜଣେ ମିଡିଆ କର୍ମୀ, ଜଣେ ଓପିଡିର ରୋଗ ଓ ଆଉ ଜଣେ ବ୍ୟକ୍ତିଠାରେ ମଧ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି ।

ପୂର୍ବରୁ ହିନ୍ଦୁ ରାଓ୍ବ ହସ୍ପିଟାଲର ଜଣେ ନର୍ସଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲା । ନର୍ସଙ୍କ ସମ୍ପର୍କରେ 78 ଜଣ ଆସିଥିଲେ । ଏଥିରୁ 67 ଜଣଙ୍କ ସାମ୍ପଲ୍‌ ପରୀକ୍ଷା କରାଯାଇଥିଲା। ଏଥିରୁ 65ଟି ରିପୋର୍ଟ ନେଗେଟିଭ୍‌ ଆସିଥିବାବେଳେ ଦୁଇଟି ପଜିଟିଭ୍‌ ଆସିଥିଲା । ଏହି ଦୁଇ ପଜିଟିଭଙ୍କ ମଧ୍ୟରେ ଜଣେ ନର୍ସ ଓ ଜଣେ ଡାକ୍ତର ରହିଥିଲେ ।

ସେହିପରି ଦିଲ୍ଲୀର ବାବୁଜଗଜୀବନ ରାମ ହସ୍ପିଟାଲରେ କରୋନା ସଂକ୍ରମିତ 60ରୁ ଅଧିକ ରହିଛି । ସୂଚନାଯୋଗ୍ୟ, ଦିଲ୍ଲୀରେ 4 ହଜାରରୁ ଅଧିକ କରୋନା ସଂକ୍ରମିତ ରହିଥିବାବେଳେ ମୃତ୍ୟୁ ସଂଖ୍ୟା 64ରେ ପହଞ୍ଚିଛି । (ଏଜେନ୍ସି)

corona doctor
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026
Latest News

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.