Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାସୁଦ ଆଝାର ଭାଇ ସମେତ ୪୪ ଆତଙ୍କବାଦୀଙ୍କୁ ଗିରଫ କଲା ପାକିସ୍ତାନ
ଆଜିର ଖବର

ମାସୁଦ ଆଝାର ଭାଇ ସମେତ ୪୪ ଆତଙ୍କବାଦୀଙ୍କୁ ଗିରଫ କଲା ପାକିସ୍ତାନ

March 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
44 terrorist along with masood azhar's brother arrested by pak
44 terrorist along with masood azhar's brother arrested by pak

ପାକିସ୍ତାନ ଆତଙ୍କବାଦୀ ସଂଗଠନ ଜୈସ୍‌-ଇ-ମହମ୍ମଦର ମୁଖ୍ୟ ମୌଲାନା ମାସୁଦ ଆଝାରର ଭାଇ ଅବଦୁଲ ରାଉଫ୍‌ ଅସଗର ସମେତ ୪୪ଜଣ ଆତଙ୍କବାଦୀକୁ ପାକିସ୍ତାନ ପୁଲିସ ଗିରଫ କରିଥିବା ସୂଚନା ମିଳିଛି। ଚାପରେ ପଡ଼ି ପାକିସ୍ତାନ ପ୍ରତିବନ୍ଧକ ଥିବା ସଙ୍ଗଠନ ଦ୍ୱାରା ଜଡ଼ିତ ଥିବା ଏହି ୪୪ଜଣ ଆତଙ୍କବାଦୀଙ୍କୁ ଗିରଫ କରିଥିବା କୁହାଯାଉଛି। ଗିରଫ ଆତଙ୍କବାଦୀଙ୍କ ମଧ୍ୟରେ ମୁଫତି ଅବଦୁଲ ରାଉଫ ଅସଗର ଓ ଜେଏମ୍‌ ପ୍ରମୁଖ ମସୁଦ ଆଝାରର ଭାଇ ସାମିଲ ଅଛି। ରାଉଫ୍‌ ଅସଗରକୁ  ବିଚାର ବିଭାଗ ହେପାଜତରେ ରଖାଯାଇଛି। ଏହି ଖବରର ଘୋଷଣା ପାକିସ୍ତାନର ଆଭ୍ୟନ୍ତରୀଣ ବ୍ୟାପାର ମନ୍ତ୍ରୀ ସହରୟାର ଅଫ୍ରିଦି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି। ପାକିସ୍ତାନ ଆତଙ୍କବାଦୀଙ୍କୁ ପ୍ରୋତ୍ସାହନ ଦେଉଥିବା ଅଭିଯୋଗ ନେଇ ତୁରନ୍ତ ଏଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଥିଲା। ଏହାପରେ ଏହି ପଦକ୍ଷେପ ପାକିସ୍ତାନ ଅନ୍ତର୍ଜାତୀୟ ସମୁଦାୟ ପକ୍ଷରୁ ଦିଆଯାଇଥିବା ଚାପ ହେତୁ ନେଇଥିବା କୁହାଯାଉଛି।

arrested pakistan terrorist thesamikhya
Share. Facebook Twitter LinkedIn Email WhatsApp Copy Link

Related Posts

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026

ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ

August 27, 2026

କ୍ୟାଶ୍‌ଲେସ୍‌ ଚିକିତ୍ସାରେ କ୍ୟାଶ୍‌ର ଖେଳ! ଆୟୁଷ୍ମାନ ହିତାଧିକାରୀଙ୍କୁ ଟାର୍ଗେଟ୍‌ କରୁଛନ୍ତି ଘରୋଇ ହସ୍ପିଟାଲ?

August 26, 2026

କୃତ୍ରିମ ବୁଦ୍ଧିମତା ଓ ମାନବିକୀ ବିଜ୍ଞାନ ମଧ୍ୟରେ ସେତୁ ସ୍ଥାପନ ପାଇଁ ସୋଆରେ କମର୍ଶାଳା

August 26, 2026
Latest News

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026

ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ

August 27, 2026

କ୍ୟାଶ୍‌ଲେସ୍‌ ଚିକିତ୍ସାରେ କ୍ୟାଶ୍‌ର ଖେଳ! ଆୟୁଷ୍ମାନ ହିତାଧିକାରୀଙ୍କୁ ଟାର୍ଗେଟ୍‌ କରୁଛନ୍ତି ଘରୋଇ ହସ୍ପିଟାଲ?

August 26, 2026

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026

କୃତ୍ରିମ ବୁଦ୍ଧିମତା ଓ ମାନବିକୀ ବିଜ୍ଞାନ ମଧ୍ୟରେ ସେତୁ ସ୍ଥାପନ ପାଇଁ ସୋଆରେ କମର୍ଶାଳା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.