Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ୱାରେଣ୍ଟାଇନ ସେଣ୍ଟରରେ ସୁରତ ଫେରନ୍ତାଙ୍କ ଯୋଗଭ୍ୟାସ
ଆଜିର ଖବର

କ୍ୱାରେଣ୍ଟାଇନ ସେଣ୍ଟରରେ ସୁରତ ଫେରନ୍ତାଙ୍କ ଯୋଗଭ୍ୟାସ

May 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପିଣ୍ଟୁ ବିଷୋୟୀ
ବେଗୁନିଆପଡା : ଅନ୍ୟ ସୁରତ ଫେରନ୍ତାଙ୍କ ପାଇଁ ଉଦାହରଣ ସାଜିଲେ ବେଗୁନିଆପଡା ବ୍ଲକ ସ୍ଥିତ କେ.ବରିଡା କ୍ୱାରେଣ୍ଟାଇନ ସେଣ୍ଟରରେ ଥିବା ସୁରତ ଫେରନ୍ତା ପ୍ରବାସୀ ଓଡ଼ିଆ । ଉକ୍ତ କ୍ୱାରେନଟାଇନ ସେଣ୍ଟରରେ ପ୍ରାୟ 62 ଜଣ ସୁରତ ଫେରନ୍ତା ଥିବାବେଳେ କେ. ବରିଡା ଉର୍ଣ୍ଣିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରବାସୀଙ୍କୁ ଆଜି ଯୋଗ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି । ଭୋରରୁ ସମସ୍ତ ପ୍ରବାସୀ ଶୌଚ ସାରି ବିଦ୍ୟାଳୟର ଖେଳ ପଡିଆରେ ସାମାଜିକ ଦୂରତା ଅବଲମ୍ବନ କରି ଯୋଗ କରିଥିଲେ ।

କଞ୍ଚଣା ସ୍କୁଲର ଖେଳ ଶିକ୍ଷକ ମଞ୍ଜୁଲତା ଡାକୁଆ ଯୋଗ ପ୍ରଶିକ୍ଷଣ ପ୍ରଦାନ କରିଥିବା ବେଳେ ସରପଞ୍ଚ ଚିତ୍ରସେନ ନାୟକ, ଜିଲ୍ଲା ପରିଷଦ ସଦସ୍ୟ ପ୍ରତିନିଧି ତ୍ରିନାଥ ଭୂୟାଁ, ପ୍ରଧାନ ଶିକ୍ଷକ ସୁରଜିତ ବିଷୋୟୀ ପ୍ରମୁଖ ସହଯୋଗ କରିଥିଲେ । ପ୍ରବାସୀ ଓଡ଼ିଆମାନଙ୍କ ଏଭଳି ଶୃଙ୍ଖଳିତ ଭାବରେ କ୍ୱାରେଣ୍ଟାଇନରେ ରହି ସାମାଜିକ ଦୂରତା ଅବଲମ୍ବନ କରି ସରକାରୀ ନିୟମ ପାଳନ କରିଥିବାରୁ ସ୍ଥାନୀୟ ପ୍ରଶାସନ ସାଧୁବାଦ ଜଣାଇଛି ।

quarentine yoga
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.