Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମସ୍ତ 6 ଆକ୍ରାନ୍ତ କୋଲାକତା ଫେରନ୍ତା
ଆଜିର ଖବର

ସମସ୍ତ 6 ଆକ୍ରାନ୍ତ କୋଲାକତା ଫେରନ୍ତା

May 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଯାଜପୁର ଓ ଭଦ୍ରକରୁ ଚିହ୍ନଟ 6 ପଜିଟିଭ୍ କୋଲକାତା ଫେରନ୍ତା ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଭଦ୍ରର ଦୁଇ ଆକ୍ରାନ୍ତ ପୁରୁଷ । ସେମାନଙ୍କ ବୟସ ଯଥାକ୍ରମେ 45 ଓ 55 ବର୍ଷ ବୋଲି ଜଣାପଡିଛି । ଉଭୟଙ୍କ ମଧ୍ୟରୁ ଜଣେ ଧାମନଗର ଓ ଜଣେ ବାସୁଦେବପୁରର ବୋଲି ଜଣାପଡିଛି । ଯାଜପୁରର ସମସ୍ତ ଚାରି ଆକ୍ରାନ୍ତ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 48,55,60 ଓ 62 ବୋଲି ଜଣାପଡିଛି । ସମେସ୍ତ କ୍ବାରେଣ୍ଟିନ୍‌ରେ ଥିଲେ, ସମସ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।ଏହି 6 ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 169ରେ ପହଞ୍ଚିଛି । ତେବେ ପ୍ରଥମ ଜିଲ୍ଲା ଭାବରେ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା 50 ଅତିକ୍ରମ କରିଛି । ଯାଜପୁରରେ ସମୁଦାୟ 52 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା 21 ଛୁଇଁଛି ।

କରୋନାପଜିଟିଭ୍‌ କ୍ବାରେଣ୍ଟିନ୍‌ ଭଦ୍ରକ ଯାଜପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Latest News

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.