Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲକ୍‌ ଡାଉନ୍‌ରେ ବଢିଲା ମଦ କାରବାର : ଜାଣନ୍ତୁ ଗତକାଲି କେତେଟଙ୍କାରେ ବିକ୍ରି ହେଲା ମଦ
ଆଜିର ଖବର

ଲକ୍‌ ଡାଉନ୍‌ରେ ବଢିଲା ମଦ କାରବାର : ଜାଣନ୍ତୁ ଗତକାଲି କେତେଟଙ୍କାରେ ବିକ୍ରି ହେଲା ମଦ

May 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଲକ୍ ଡାଉନ୍‌ 3.0ର  କେନ୍ଦ୍ର ଗାଇଡ୍‌ ଲାଇନ୍‌ ଅନୁସାରେ ମଦ ବିକ୍ରି ପାଇଁ ଅନୁମତି ମିଳିବା ପରେ ଏହି କାରବାର ବେଶ୍‌ ଜମିଛି । କେବଳ ଉତ୍ତରପ୍ରଦେଶରେ ଗତକାଲି 300 କୋଟିର  ମଦ ବ୍ୟବସାୟ ହୋଇଥିବାବେଳେ ରାଜସ୍ଥାନରେ କେବଳ ଦୁଇ ଘଣ୍ଟାରେ 59 କୋଟିର ବ୍ୟବସାୟ ହୋଇଛି । ଛତିଶଗଡରେ 35 କୋଟିର ମଦ ବିକ୍ରି ହୋରଇଛି । ଆଜି ବି ମଦ ଦୋକାନ ଆଗରେ ଲମ୍ବା ଲାଇନ୍‌ ଦେଖିବାକୁ ମିଳିଛି ।

କେଉଁ ରାଜ୍ୟରେ କେତେ ଟଙ୍କାର ମଦ ବିକ୍ରି ହୋଇଛି

ଉତ୍ତରପ୍ରଦେଶ : 300 କୋଟି

ରାଜସ୍ଥାନ – 59 କୋଟି (ମାତ୍ର ଦୁଇ ଘଣ୍ଟାରେ)

କର୍ଣ୍ଣାଟକ – 45 କୋଟି

ଛତିଶଗଡ – 35 କୋଟି

ୟୁପିର ଲକ୍ଷ୍ନୌରେ 6 କୋଟିର ମଦ ବିକ୍ରି ହୋଇଛି ।

ଆଜି ମଦ ଉପରେ ସ୍ବତନ୍ତ୍ର କରୋନା ଫି’ ଆଦାୟ କରିବାକୁ ନିଷ୍ପତ୍ତି ନେଇଛନ୍ତି ଦିଲ୍ଲୀ ସରକାର ।   ଏମ୍‌ଆରପି ଉପରେ 70 ପ୍ରତିଶତ ଟ୍ୟାକ୍ସ ଆଦାୟ କରିବାକୁ ଦିଲ୍ଲୀ ସରକାର ନିଷ୍ପତ୍ତି ନେଇଛନ୍ତି ।  କେନ୍ଦ୍ରର ଗାଇଡଲାଇନ ଅନୁଯାୟୀ ଏକକାଳୀନ ମଦ ଦୋନାକୁ 5 ଜଣ ଗ୍ରାହକ ଯାଇପାରିବେ ବୋଲି ନିୟମ ରହିଥିବାବେଳେ ପ୍ରତି ଗ୍ରାହକଙ୍କ ମଧ୍ୟରେ 6 ଫୁଟ ଦୂରତା ରହିବାକୁ ନିୟମ କରାଯାଇଛି । କିନ୍ତୁ ଗତକାଲି ଏହି ନିୟମକୁ କେହି ମାନିନଥିବାର ଦେଖାଇଥିଲା ।  (ଏଜେନ୍ସି)

wine
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.