Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହଁ, ପୁଲୱାମା ଆକ୍ରମଣକୁ ମୁଁ ଦୁର୍ଘଟଣା କହୁଛି, ସାହସ ଯଦି ଅଛି ତେବେ ଦେଶଦ୍ରୋହର ମାମଲା କର: ଦିବବିଜୟ ସିଂହ
ଆଜିର ଖବର

ହଁ, ପୁଲୱାମା ଆକ୍ରମଣକୁ ମୁଁ ଦୁର୍ଘଟଣା କହୁଛି, ସାହସ ଯଦି ଅଛି ତେବେ ଦେଶଦ୍ରୋହର ମାମଲା କର: ଦିବବିଜୟ ସିଂହ

March 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
pulwama attack is a accident only, says digvijay singh and dares to pm to fare file against him
pulwama attack is a accident only, says digvijay singh and dares to pm to fare file against him

ପୁଲୱାମା ଆତଙ୍କବାଦୀ ଆକ୍ରମଣକୁ ଦୁର୍ଘଟଣା ବୋଲି କହିଥିବା କଂଗ୍ରେସର ବରିଷ୍ଠ ନେତା ଦିଗ୍‌ବିଜୟ ସିଂହ ଆଜି ପୁଣି ଥରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି । କଂଗ୍ରେସର ଏହି ବରିଷ୍ଠ ନେତା ପିଏମ ମୋଦୀଙ୍କୁ ଚ୍ୟାଲେଞ୍ଜ କରି କହିଛନ୍ତି ଯେ ଯଦି ତାଙ୍କର ସାହସ ଅଛି ତେବେ ତାଙ୍କ ବିରୋଧରେ ଦେଶଦ୍ରୋହର ମାମଲରୁ ରୁଜୁ କରନ୍ତୁ । ଏହା ସହ ଦିଗବିଜୟ ସିଂହ ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ଏକ ଭିଡିଓ ଟ୍ୱିଟ କରି କହି ପଚାରିଛନ୍ତି ଯେ ଏହାକୁ ନେଇ ପିଏମ ମୋଦୀ କଣ କହିବେ ।  ସେ ଟ୍ୱିଟ କରି କହିଛନ୍ତି ଯେ, ତାଙ୍କର ଯେଉଁ ଟ୍ୱିଟକୁ ନେଇ ସବୁ ମନ୍ତ୍ରୀ ମାନେ ଘେରି ପାକିସ୍ତାନ ସମର୍ଥକ କହୁଛନ୍ତି ଏବଂ ଦେଶଦ୍ରୋହ କହୁଛନ୍ତି । ତାହା ସେ ଦିଲ୍ଲୀରୁ ପୋଷ୍ଟ କରିଥିଲି ଯେଉଁଠାରେ ପୁଲିସ ବା ଆଇନ୍‌ ବ୍ୟବସ୍ଥା କେନ୍ଦ୍ର ସରକାର ଅଧିନରେ ରହିଛି । ଯଦି ସରକାରଙ୍କର ସାହସ ଅଛି ତେବେ ତାଙ୍କ ଉପରେ ମାମଲା ରୁଜୁ କରନ୍ତୁ ।  ଦିଗବିଜୟ କହିଛନ୍ତି ମୋଦୀ ଜୀ ଏବଂ ତାଙ୍କ ମନ୍ତ୍ରୀମାନେ ତାଙ୍କ ଉପରେ ଅନେକ ଅଭିଯୋଗ କରିବା ସହିତ  କିଛି  ବିଜେପି ନେତା ତାଙ୍କ ଉପରେ ଦେଶଦ୍ରୋହର ମାମଲା ରୁଜୁ କରିବାକୁ ଚାହୁଁଛନ୍ତି ।

accident digvijaysingh pulwamaattack thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026
Latest News

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026

ଓଡ଼ିଆ ସାମ୍ବାଦିକତାରେ ପିଜି ଡିପ୍ଲୋମା ପାଇଁ ଆଇଆଇଏମ୍ସି ଢେଙ୍କାନାଳରେ ଆବେଦନ ଆରମ୍ଭ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.