Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗାଜିଆବାଦରେ ଧାରା 144 ଜାରି କରାଯିବ ସହ ଆସନ୍ତା 31 ଯାଏଁ ଲକଡାଉନର ଗାଇଡଲାଇନ୍ସକୁ କରାଗଲା ବୃଦ୍ଧି
ଆଜିର ଖବର

ଗାଜିଆବାଦରେ ଧାରା 144 ଜାରି କରାଯିବ ସହ ଆସନ୍ତା 31 ଯାଏଁ ଲକଡାଉନର ଗାଇଡଲାଇନ୍ସକୁ କରାଗଲା ବୃଦ୍ଧି

May 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗାଜିଆାବାଦ : ଉତ୍ତରପ୍ରଦେଶର ଗାଜିଆବାଦରେ ଲକ୍ ଡାଉନ୍‌ର ଗାଇଡ୍‌ଲାଇନ୍ସକୁ ଆସନ୍ତା ମଇ 31 ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହା ସହିତ କରୋନା ଭାଇରସ ଓ ଇଦ୍‌ ଚାଲିଥିବାରୁ ଧଶରା 144 ମଧ୍ୟ ଲାଗୁ କରାଯାଇଛି । ଗାଜିଆବାଦାର ଜିଲ୍ଲାଧିକାରୀ ଏହି ସମ୍ପର୍କରେ ସୂଚନା ଦେଇ ଆଦେଶ ଜାରି କରିଛନ୍ତି ।

ମିଳିଥିବା ସୂଚନା ଅନୁସାରେ ସାର୍ବଜନିକ ସ୍ଥାନରେ ଛେପ ପକାଇବା ଦଣ୍ଡନୀୟ ଅପରାଧ ରୂପେ ବିବେଚନା ହେବ । ଏଥିପାଇଁ ଫାଇନ୍‌ ଆଦାୟ କରାଯିବ । ସେହିପରି ସାର୍ବଜନିକ ସ୍ଥାନକୁ ଆସିବାକୁ ହେଲେ ମୁହଁକୁ ଘୋଡାଇବା ସହ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ଏହି ନିୟମ ଉଲ୍ଲଂଘନ କଲେ ଏହା ଦଣ୍ଡନୀୟ ଅପରାଧ ରୂପେ ବିବେଚନା ହେବ । ସେହିପରି ସମସ୍ତ ଧାର୍ମିକସ୍ଥଳ ବନ୍ଦ ରହିବ । ସାର୍ବଜନିକସ୍ଥାନରେ କେହି ବି ଭିଡ ଲଗାଇ ପାରିବେ ନାହିଁ ।

ଗାଜିଆବାଦ ଅରେଞ୍ଜ ଜୋନ୍‌ରେ ରହିଛି । ଏଠାରେ କେନ୍ଦ୍ର ସରକାରଙ୍କ ତରଫରୁ ଜାରି କରାଯାଇଥିବା ଗାଇଡଲାଇନ୍ସ ମଧ୍ୟ ଜାରି ରହିଛି । ହଟସ୍ପଟ୍‌ ଏରିଆକୁ ଛାଡି ଅନ୍ୟ ଅଞ୍ଚଳରେ ଦୋକାନ ଖୋଲାଯାଇଛି । ତେବେ ମଲ୍ଟିପ୍ଲେକ୍ସ, ମାର୍କେଟ୍‌ ଓ ସପିଂ ମଲ୍‌ ଆଦି ବନ୍ଦ ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

“ମୁଁ ଆଉ ଅଧିକ କାମ କରିପାରିବି ନାହିଁ…”: ନୀତିନ ଗଡକରୀଙ୍କ ବଡ଼ ବୟାନ

August 25, 2026

ଜେଲ ଯିବେ ତରୁଣ ତେଜପାଲ: ଝଟକା ଦେଲେ ସୁପ୍ରିମକୋର୍ଟ

August 25, 2026

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026
Latest News

“ମୁଁ ଆଉ ଅଧିକ କାମ କରିପାରିବି ନାହିଁ…”: ନୀତିନ ଗଡକରୀଙ୍କ ବଡ଼ ବୟାନ

August 25, 2026

ଜେଲ ଯିବେ ତରୁଣ ତେଜପାଲ: ଝଟକା ଦେଲେ ସୁପ୍ରିମକୋର୍ଟ

August 25, 2026

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.