Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାନ୍ଦପୁର କୋଭିଡ୍‌ -19 ହସ୍ପିଟାଲ ପରିଦର୍ଶନ କଲେ 5ଟି ସଚିବ ଓ ଉନ୍ନୟନ କମିଶନର
ଆଜିର ଖବର

ଚାନ୍ଦପୁର କୋଭିଡ୍‌ -19 ହସ୍ପିଟାଲ ପରିଦର୍ଶନ କଲେ 5ଟି ସଚିବ ଓ ଉନ୍ନୟନ କମିଶନର

May 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ନୟାଗଡ : ରାଜ୍ୟ ସରକାରଙ୍କର 5ଟି ସଚିବ ଭିକେ ପାଣ୍ଡିଆନ ଓ ଉନ୍ନୟନ କମିଶନର ସୁରେଶ ମହାପାତ୍ର ନୟାଗଡ଼ ଗସ୍ତ କରିଛନ୍ତି । ନୟାଗଡର ଚାନ୍ଦପୁର ସ୍ଥିତ ସ୍ବତନ୍ତ୍ର କୋଭିଡ୍‌-19 ହସ୍ପିଟାଲ ଗସ୍ତ କରି ବିଭିନ୍ନ ସ୍ବାସ୍ଥ୍ୟ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଉଭୟ ଅଧିକାରୀ । ଚାନ୍ଦପୁରରେ ଏହି 200 ଶଯ୍ୟା ବିଶିଷ୍ଟ ହସ୍ପିଟାଲ ପରିଦର୍ଶନ କରିବା ସହିତ ହସ୍ପିଟାଲର ଏସି ଏବଂ ଭେଣ୍ଟିଲେଟର ସୁବିଧା ବାବଦରେ ପଚାରି ବୁଝିଥିଲେ ଉଭୟ ଅଧିକାରୀ । ଏହା ସହିତ କରୋନା ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ପ୍ରୟାସକୁ ନେଇ ମଧ୍ୟ ଆଲୋଚନା କରାଯାଇଥିବା ଜଣାପଡିଛି ।

ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା 179 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୟାଗଡରେ ବର୍ତ୍ତମାନ ସୁଦ୍ଧା ଜଣେ ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି । କେନ୍ଦ୍ର ସରକାରଙ୍କ ପ୍ରକାଶିତ ଜୋନ୍‌ ଓ୍ବାରୀ ଜିଲ୍ଲା ତାଲିକାରେ ନୟାଗଡ ଗ୍ରୀନ୍‌ ଜୋନ୍‌ରେ ରହିଛି ।

5T chandapur pandian
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026
Latest News

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.