Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୁଳପତିଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଆଲୋଚନା : ଜୁଲାଇ 24ରୁ ଯୁକ୍ତ 3 ଶେଷ ବର୍ଷ ପରୀକ୍ଷା
ଆଜିର ଖବର

କୁଳପତିଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଆଲୋଚନା : ଜୁଲାଇ 24ରୁ ଯୁକ୍ତ 3 ଶେଷ ବର୍ଷ ପରୀକ୍ଷା

May 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କରୋନା ସମୟରେ ଲକ୍‌ଡାଉନ୍‌ କାରଣରୁ ସମସ୍ତ ପରୀକ୍ଷା ବାତିଲ ହୋଇଥିବା ବେଳେ ଏହାକୁ ନେଇ ରାଜ୍ୟର 11 ବିଶ୍ୱ ବିଦ୍ୟାଳୟର କୁଳପତିଙ୍କ ସହ ଆଲୋଚନା କରିଛନ୍ତି ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ ସାହୁ । ଏହି ଆଲୋଚନା ପରେ ବିଭିନ୍ନ ପରୀକ୍ଷାର ତାରିଖ ପ୍ରକାଶ ପାଇଛି । ଯୁକ୍ତ 3 ତୃତୀୟ ବର୍ଷର ପରୀକ୍ଷା ଜୁଲାଇ 24ରେ ଅନୁଷ୍ଠିତ ହେବ । ପିଜି କମନଆଡ଼ମିଶନ ଟେଷ୍ଟ ସେପ୍ଟମ୍ବରରୁ ଅକ୍ଟୋବର ମଧ୍ୟରେ ହେବ ଏବଂ ଆସନ୍ତା ନଭେମ୍ବରରୁ ସମସ୍ତ ବିଭାଗର ପିଜି କ୍ଲାସ ଆରମ୍ଭ ହେବ । ସେହିପରି 30 ପ୍ରତିଶତ କର୍ମଚାରୀଙ୍କୁ ନେଇ ଆସନ୍ତାକାଲି ଠାରୁ ବିଶ୍ୱବିଦ୍ୟାଳୟ ଓ ସ୍ବୟଂଶାସିତ କଲେଜ ଗୁଡ଼ିକରେ କାମ ଆରମ୍ଭ ହେବ ବୋଲି ଜଣାପଡିଛି । ସେହିପରି ପ୍ରତି 15 ଦିନରେ ଥରେ କୁଳପତି ମାନଙ୍କ ସହ ଆଲୋଚନା ହେବ ବୋଲି ଭିଡିଓ କନଫରେନ୍ସିଂ ପରେ ପ୍ରକାଶ କରିଛନ୍ତି ଅରୁଣ ସାହୁ ।

arunsahoo Lockdown
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ଆମେରିକୀୟ ଏଫ-୩୫ ଲଢ଼ୁଆ ବିମାନକୁ ଖସାଇଲା ଇରାନ: ପାଇଲଟ୍‌ ଅଟକ

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.