Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶାଖାପାଟନମ୍‌ରେ ବିଷାକ୍ତ ଗ୍ୟାସ୍‌ ଲିକ୍‌ : ମୃତ୍ୟୁ ସଂଖ୍ୟା 9କୁ ବୃଦ୍ଧି
ଆଜିର ଖବର

ବିଶାଖାପାଟନମ୍‌ରେ ବିଷାକ୍ତ ଗ୍ୟାସ୍‌ ଲିକ୍‌ : ମୃତ୍ୟୁ ସଂଖ୍ୟା 9କୁ ବୃଦ୍ଧି

May 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଶାଖାପାଟଣା : ଆନ୍ଧ୍ରପ୍ରଦେଶର ବିଶାଖାପାଟନମ୍‌ଠାରେ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହୋଇ ଜଣେ ଶିଶୁଙ୍କ ସମେତ 9ଜଣଙ୍କର ମୃତ୍ୟୁ ହୋଇଥିବାର ସୂଚନା ରହିଛି । ସେହିପରି ଶତାଧିକ ଅସୁସ୍ଥ ହୋଇଛନ୍ତି । ଜୀବନ ବିକଳରେ କିଛି ଲୋକେ କୂଅକୁ ଡେଇଁ ପଡିଥିବାର ସୂଚନା ରହିଛି । ଗ୍ୟାସ୍‌ ଲିକ୍‌ ହେବାର କାରଣ ଅସ୍ପଷ୍ଟ ରହିଥିବାବେଳେ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି ସୂଚନା ରହିଛି । ଉଦ୍ଧାର କାର୍ଯ୍ୟରେ ଏସ୍‌ଡିଆର୍‌ଏଫ୍‌ ଓ ଏନ୍‌ଡିଆରଏଫ୍‌ ଓ ଅଗ୍ନିଶମ ବାହିନୀ ନିୟୋଜିତ ରହିଛନ୍ତି । ସ୍ଥିତି ଅନୁଧ୍ୟାନ ପାଇଁ ଘଟଣାସ୍ଥଳକୁ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଯିବେ ବୋଲି ସୂଚନା ରହିଛି । ଗୁରୁବାର ଭୋରରୁ ବିଶାଖାପଟନମ୍‌ ସ୍ଥିତ ଏକ ଫାର୍ମା କମ୍ପାନୀରୁ ଗ୍ୟାସ୍‌ ଲିକ୍‌ ହୋଇଥିଲା । ଏହି ଲିକ୍‌ ଯୋଗୁଁ ପାଞ୍ଚୋଟି ଗ୍ରାମକୁ ଖାଲି କରି ଦିଆଯାଇଛି ।

ଗ୍ୟାସ୍‌ ଲିକ୍ ବିଶାଖାପାଟଣା ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’: ‘ଜଗଦୀଶ ଯୁବ ସମ୍ମାନ’ ପାଇଲେ ଶାନ୍ତନୁ କୁମାର ନାୟକ

February 17, 2026

ଆସନ୍ତାକାଲି ଟ୍ଵିନ ସିଟିରେ ବନ୍ଦ ରହିବ ବିଦ୍ୟୁତ ଯୋଗାଣ: ଜାଣନ୍ତୁ ପ୍ରଭାବିତ ଅଞ୍ଚଳ ତାଲିକା ଏବଂ ସମୟ

February 17, 2026

‘ନାବାଳିକାଙ୍କୁ ଯୌନ ଶୋଷଣ ମାମଲା’: ଅଭିଯୁକ୍ତଙ୍କୁ ୨୧ ବର୍ଷ ଲେଖାଏଁ କଠୋର କାରାଦଣ୍ଡାଦେଶ

February 17, 2026

ରେକର୍ଡ ଉଚ୍ଚତା ଛୁଇଁବା ପରେ ବଡ଼ ହ୍ରାସ: ଖୁବ୍ ଶୀଘ୍ର ୧ ଲକ୍ଷ ତଳକୁ ଖସିଯିବ କି ସୁନା ମୂଲ୍ୟ?

February 17, 2026
Latest News

ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’: ‘ଜଗଦୀଶ ଯୁବ ସମ୍ମାନ’ ପାଇଲେ ଶାନ୍ତନୁ କୁମାର ନାୟକ

February 17, 2026

ଆସନ୍ତାକାଲି ଟ୍ଵିନ ସିଟିରେ ବନ୍ଦ ରହିବ ବିଦ୍ୟୁତ ଯୋଗାଣ: ଜାଣନ୍ତୁ ପ୍ରଭାବିତ ଅଞ୍ଚଳ ତାଲିକା ଏବଂ ସମୟ

February 17, 2026

‘ନାବାଳିକାଙ୍କୁ ଯୌନ ଶୋଷଣ ମାମଲା’: ଅଭିଯୁକ୍ତଙ୍କୁ ୨୧ ବର୍ଷ ଲେଖାଏଁ କଠୋର କାରାଦଣ୍ଡାଦେଶ

February 17, 2026

ରେକର୍ଡ ଉଚ୍ଚତା ଛୁଇଁବା ପରେ ବଡ଼ ହ୍ରାସ: ଖୁବ୍ ଶୀଘ୍ର ୧ ଲକ୍ଷ ତଳକୁ ଖସିଯିବ କି ସୁନା ମୂଲ୍ୟ?

February 17, 2026

ବନ୍ଧୁତାର ହାତ ବଢାଇଲା ଭାରତ: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀଙ୍କୁ ଦିଲ୍ଲୀ ଗସ୍ତ ପାଇଁ କଲା ନିମନ୍ତ୍ରଣ

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.