Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧୋବା, ବାରିକ୍‌ ଓ ଅଟୋଚାଳକଙ୍କ ପାଇଁ ଆର୍ଥିକ ପ୍ୟାକେଜ୍‌ରେ ଘୋଷଣା କଲେ ୟେଦୁରପ୍ପା ସରକାର
ଆଜିର ଖବର

ଧୋବା, ବାରିକ୍‌ ଓ ଅଟୋଚାଳକଙ୍କ ପାଇଁ ଆର୍ଥିକ ପ୍ୟାକେଜ୍‌ରେ ଘୋଷଣା କଲେ ୟେଦୁରପ୍ପା ସରକାର

May 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କର୍ଣ୍ଣାଟକ : କରୋନା ମହାମାରୀ ପାଇଁ ସାରା ଦେଶରେ ଲକ୍ ଡାଉନ୍‌ ଚାଲିଥିବାବେଳେ ସରକାର ଆର୍ଥିକ ପ୍ୟାକେଜ‌ ଘୋଷଣା କରିଛନ୍ତି । ଲକ୍ ଡାଉନ୍‌ କଟକଣା ଯୋଗୁଁ ବିଶେଷ କରି ଚାଷୀ, କ୍ଷୁଦ୍ର ଓ ମଧ୍ୟମ ଧରଣର ବ୍ୟବସାୟୀ, ଅଟୋ, ଟ୍ୟାକ୍ସି, ଡ୍ରାଇଭର , ଧୋବା ଏବଂ ବାରିକ୍‌ ଆର୍ଥିକ ସଂକଟ ଦେଇ ଗତି କରୁଛନ୍ତି । ଏହି ବର୍ଗର ବ୍ୟକ୍ତିଙ୍କ ପାଇଁ ୟେଦୁରପ୍ପା ସରକାର ସହାୟତା ଘୋଷଣା କରିଛନ୍ତି । ଲକଡାଉନ୍‌ ବିଶେଷ ଭାବରେ ପ୍ରଭାବିତ ହୋଇଥିବା ଉପରୋକ୍ତ ସମସ୍ତ ବର୍ଗଙ୍କ ପାଇଁ ୧୬ଶହ କୋଟିର ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି କର୍ଣ୍ଣାଟକ ସରକାର। ଏହା ସହିତ ରାଜ୍ୟ ସରକାର ଉତ୍ପାଦ ଶୁଳ୍କକୁ 11 ପ୍ରତିଶତ ବୃଦ୍ଧି କରିଛନ୍ତି। ଫୁଲଚାଷୀମାନଙ୍କୁ ହେକ୍ଟର ପିଛା 25,000 ଟଙ୍କା କ୍ଷତିପୂରଣ ଯୋଗାଇଦିଆଯିବ। ସେହିପରି ଧୋବା, ବାରିକ, ଅଟୋ ଓ ଟ୍ୟାକ୍ସି ଚାଳକଙ୍କୁ ମଧ୍ୟ 5000 ଟଙ୍କା ଲେଖାଏ ମିଳିବ। ଅପରପକ୍ଷରେ ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ରାଜ୍ୟକୁ ପଠାଇବା ପାଇଁ ଟ୍ରେନ୍‌ ଯୋଗାଇଦେବା ଅନୁରୋଧକୁ ସରକାରର ପ୍ରତ୍ୟାହାର କରିନେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ କିପରି ସରକାର ଗଠନ କରିବ ଟିଭିକେ?: ଜାଣନ୍ତୁ ୩ ଟି ବିକଳ୍ପ

May 5, 2026

ଇରାନର ଡ୍ରୋନ୍ ଆକ୍ରମଣରେ ତିନି ଭାରତୀୟ ଆହତ: ଭାରତର ଚେତାବନୀ, ନିନ୍ଦା କଲେ ପ୍ରଧାନମନ୍ତ୍ରୀ

May 5, 2026

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026

ବଙ୍ଗଳାରେ କିପରି ଭୁଶୁଡ଼ି ପଡ଼ିଲା ମମତା ବାନାର୍ଜୀଙ୍କ ଦୁର୍ଗ?: ଜାଣନ୍ତୁ ଏହି ପାଞ୍ଚଟି ପ୍ରମୁଖ କାରଣ

May 5, 2026
Latest News

ତାମିଲନାଡୁରେ କିପରି ସରକାର ଗଠନ କରିବ ଟିଭିକେ?: ଜାଣନ୍ତୁ ୩ ଟି ବିକଳ୍ପ

May 5, 2026

ଇରାନର ଡ୍ରୋନ୍ ଆକ୍ରମଣରେ ତିନି ଭାରତୀୟ ଆହତ: ଭାରତର ଚେତାବନୀ, ନିନ୍ଦା କଲେ ପ୍ରଧାନମନ୍ତ୍ରୀ

May 5, 2026

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026

ବଙ୍ଗଳାରେ କିପରି ଭୁଶୁଡ଼ି ପଡ଼ିଲା ମମତା ବାନାର୍ଜୀଙ୍କ ଦୁର୍ଗ?: ଜାଣନ୍ତୁ ଏହି ପାଞ୍ଚଟି ପ୍ରମୁଖ କାରଣ

May 5, 2026

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.