Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶାଖାପଟ୍ଟନମ୍‌ ଗ୍ୟାସ୍‌ ଲିକ୍‌ ଘଟଣା : ଏଲ୍‌ଜି ଫାର୍ମା ବିରୋଧରେ ମାମଲା ରୁଜୁ
ଆଜିର ଖବର

ବିଶାଖାପଟ୍ଟନମ୍‌ ଗ୍ୟାସ୍‌ ଲିକ୍‌ ଘଟଣା : ଏଲ୍‌ଜି ଫାର୍ମା ବିରୋଧରେ ମାମଲା ରୁଜୁ

May 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଶାଖାପଟ୍ଟନମ୍‌ : ବିଶାଖାପଟ୍ଟନମ୍‌ ଗ୍ୟାସ୍‌ ଲିକ୍‌ ଘଟଣାରେ ଅଭିଯୁକ୍ତ କମ୍ପାନୀ ଏଲ୍‌ଜି ଫାର୍ମା ବିରୋଧରେ ମାମଲା ରୁଜୁ କରାଯାଇଛି । ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା 9 ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ ଶତାଧିକ ବ୍ୟକ୍ତିଙ୍କ ଅବସ୍ଥା ଗୁରୁତର ରହିଛି । 100ରୁ ଅଧିକ ଲୋକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ 3 କିମି ବ୍ୟାସାର୍ଦ୍ଧ ମଧ୍ୟରେ ରହିଥିବା 5ଟି ଗାଁକୁ ବର୍ତ୍ତମାନ ସୁଦ୍ଧା ଖାଲି କରି ଦିଆଯାଇଥିବା ଜଣାପଡିଛି । ଗ୍ୟାସ୍‌ ଲିକ୍‌ର କାରଣ ଅସ୍ପଷ୍ଟ ରହିଥିବାବେଳେ କାର୍ଯ୍ୟରେ ଏସ୍‌ଡିଆର୍‌ଏଫ୍‌ ଓ ଏନ୍‌ଡିଆରଏଫ୍‌ ଓ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଉଭୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହା ଏହି ଘଟଣାରେ ଦୁଃଖ ପ୍ରକାଶ କରିଥିବା ବେଳେ ଘଟଣାସ୍ଥଳ ପରିଦର୍ଶନରେ ଆସିବେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ । (ଏଜେନ୍ସି)

Visakhapatnam
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026

ଅତିରିକ୍ତ ସମୟରେ ଆର୍ଜେଣ୍ଟିନାର ଦମଦାର ବିଜୟ: ସେମିଫାଇନାଲରେ ପହଞ୍ଚିଲା ମେସିଙ୍କ ଦଳ 

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.