Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଢବର୍ଷର ରେକର୍ଡ ଭାଙ୍ଗିଲା  ବେକାରୀ ସମସ୍ୟା
ଆଜିର ଖବର

ଦେଢବର୍ଷର ରେକର୍ଡ ଭାଙ୍ଗିଲା  ବେକାରୀ ସମସ୍ୟା

March 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
unemployement problem increaces high in last 1& 1/2 years
unemployement problem increaces high in last 1& 1/2 years

ଭାରତରେ ବେରୋଜଗାରୀ ସଂଖ୍ୟା ଫେବୃଆରୀ ମାସରେ ଶିଖର ସ୍ଥାନରେ ପହଞ୍ଚିଛି । ସେଣ୍ଟର ଫର୍‌ ମନିଟରିଂ ଇଣ୍ଡିଆନ୍‌ ଇକୋନମି (ସିଏମ୍‌ଆଇଇ)ତରଫରୁ ଜାରି କରାଯାଇଥିବା ପରିସଂଖ୍ୟାନ ମୁତାବକ ଫେବୃଆରୀ ୨୦୧୯ରେ ବେରୋଜଗାରୀଙ୍କ ସଂଖ୍ୟା ୭.୨. ପ୍ରତିଶତରେ ପହଞ୍ଚିଛି । ୨୦୧୬ ଡିସେମ୍ବରରେ ୫.୯ ପ୍ରତିଶତ ଥିବାବେଳେ ଚଳିତ ବର୍ଷ ଫେବୃଆରୀରେ ଏହା ଦ୍ରୁତ ଗତିରେ ବୃଦ୍ଧି ପାଇଛି । ୨୦୧୬ ସେପ୍ଟେମ୍ବର ପରେ ଏହା ଦେଶର ସର୍ବୋଚ୍ଚ ବେକାରୀ ହାର । ଗତବର୍ଷ ଫେବ୍ରୁଆରିରେ ଏହି ହାର ୫.୯% ସ୍ତରରେ ଥିଲା । ସିଏମଆଇଇ ରିପୋର୍ଟରୁ ଜଣାପଡ଼ିଛି ଯେ, ବର୍ଷକ ଭିତରେ ନିଯୁକ୍ତି ଆଶାୟୀଙ୍କ ସଂଖ୍ୟା କମିଥିବା ବେଳେ ବେରୋଜଗାରଙ୍କ ସଂଖ୍ୟା ବଢ଼ିଛି । ଚଳିତ ବର୍ଷ ଫେବ୍ରୁଆରି ସୁଦ୍ଧା ଭାରତରେ ନିଯୁକ୍ତିରେ ଥିବା ଲୋକଙ୍କ ସଂଖ୍ୟା ୪୦ କୋଟି ଥିଲା । ବର୍ଷକ ପୂର୍ବରୁ ସେମାନଙ୍କ ସଂଖ୍ୟା କିନ୍ତୁ ୪୦.୬ କୋଟି ଥିଲା । ଚଳିତ ବର୍ଷ ଲୋକସଭା ନିର୍ବାଚନ ରହିଛି । ଏବଂ ଏହି ସମୟରେ ବେରୋଜଗାରୀ ରେକର୍ଡ ଭାଙ୍ଗିଛି । ମୋଦି ସରକାରଙ୍କ ପାଇଁ ଏହା ସବୁଠୁ ବଡ଼ ଚେତାବନୀ ପାଲଟିବ ଏଥିରେ ସନ୍ଦେହ ନାହିଁ । ସତ୍ତାକୁ ଆସିବା ପୂର୍ବରୁ ମୋଦି ସରକାର ଯୁବକ ତଥା ବେକାରୀମାନଙ୍କ ପାଇଁ କର୍ମନିଯୁକ୍ତି ଦେବା ଉପରେ ବିଶେଷ ଗୁରୁତ୍ବ ଦେବା ଉପରେ ନିଜର ନିର୍ବାଚନୀ ଇସ୍ତାହାରରେ ଘୋଷଣା କରିଥିଲେ । ତେବେ ଶାସନର ୫ ବର୍ଷ ଅତିକ୍ରାନ୍ତେ ନିଯୁକ୍ତି ଉପରେ ସରକାରଙ୍କ ଅବହେଳା ତାଙ୍କୁ ବେଶ୍‌ ସଂକଟରେ ପକାଇବ ବୋଲି ଅନୁମାନ କରାଯାଉଛି ।

high record thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026
Latest News

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.