Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ୍‌-19ର ଔଷଧ ଭାବରେ ବ୍ୟବହୃତ ହେବ ଅଶ୍ବଗନ୍ଧା!
ଆଜିର ଖବର

କୋଭିଡ୍‌-19ର ଔଷଧ ଭାବରେ ବ୍ୟବହୃତ ହେବ ଅଶ୍ବଗନ୍ଧା!

May 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଏବଂ ଆୟୁଷ ମନ୍ତ୍ରୀ ଶ୍ରୀପଦ ୟେସୋ ନାୟକ ମିଳିତ ଭାବରେ ଆୟୁଷ ମନ୍ତ୍ରାଳୟ ପକ୍ଷରୁ କୋଭିଡ୍‌-19ର ଔଷଧ ସମ୍ପର୍କିତ ଘୋଷଣା କରିଛନ୍ତି । ଏଣିକି ଆୟୁର୍ବେଦକୁ କରୋନା ମୁକାବିଲା ପାଇଁ ବ୍ୟବହାର କରାଯିବ । ଆୟୁଷ ପକ୍ଷରୁ କରାଯାଇଥିବା ସର୍ବେକ୍ଷଣ ଅନୁଯାୟୀ ପ୍ରୋଫିଲାକ୍ସିସ୍‌ କୋଭିଡ୍‌ 19 ମୁକାବିଲାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ । ଆୟୁଷ -64 ଅନୁଯାୟୀ ଅଶ୍ବଗନ୍ଧାଳ ୟଷ୍ଟିମଧୁଳ ଗୁଡୁଚି ଏବଂ ପିପ୍ପଳୀରେ ଏହି ରାସାୟନିକ ଫର୍ମୂଲା ମହଜୁଦ ଅଛି । ପ୍ରୋଫିଲାକ୍ସିସ୍‌ ଏବଂ ହାଇଡ୍ରୋକ୍ସିକ୍ଲୋରୋକ୍ବିନ୍‌ର ମିଶ୍ରଣରୁ ପ୍ରସ୍ତୁତ ଔଷଧ ଯଦି କାର୍ଯ୍ୟକ୍ଷମ ହୁଏ ତେବେ ଏହା ଚିକିତ୍ସା ବିଜ୍ଞାନ ପାଇଁ ଅନନ୍ୟ ସଫଳତା ହେବ ବୋଲି ଡ. ହର୍ଷବର୍ଦ୍ଧନ କହିଛନ୍ତି ।

ଆୟୁଷ ମନ୍ତ୍ରାଳୟ ପକ୍ଷରୁ ସୃଷ୍ଟି ହୋଇଥିବା ଏହି ସମସ୍ତ ପାରମ୍ପରିକ ଚିକିତ୍ସା ପ୍ରଣାଳୀକୁ ଦେଶର ଚିକିତ୍ସକଙ୍କ ଠାରେ ପରୀକ୍ଷାମୂଳକ ଭାବରେ ପ୍ରୟୋଗ କରାଯିବ ବୋଲି ଜଣାପଡିଛି । ଆଜିଠାରୁ ଏହି ଔଷଧର କ୍ଲିନିକାଲ୍‌ ଟ୍ରାଏଲ୍‌ ଆରମ୍ଭ ହେବାକୁ ଯାଉଛି ବୋଲି ଡ. ହର୍ଷବର୍ଦ୍ଧନ ପ୍ରକାଶ କରିଛନ୍ତି ।

AYUSH covid19
Share. Facebook Twitter LinkedIn Email WhatsApp Copy Link

Related Posts

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026

ଜେଲରୁ ମୁକ୍ତ ହେବେ ସୋନମ ୱାଙ୍ଗଚୁକ: ଲଦାଖ ହିଂସା ଉପରେ ମୋଦି ସରକାରଙ୍କ ନିଷ୍ପତ୍ତି

March 14, 2026

ବଡ଼ ପରିବର୍ତ୍ତନ ଆଣିଲା CBSE: ଏବେ କପି କରି ଧାରା ହେଲେ ପାସ୍ ହେବା ଅସମ୍ଭବ

March 14, 2026

“ପ୍ରକୃତ ପରୀକ୍ଷା ଆସିବା ବାକି ଅଛି”: ସୌରଭ ଗାଙ୍ଗୁଲିଙ୍କ ଗୌତମ ଗମ୍ଭୀରଙ୍କୁ ସ୍ପଷ୍ଟ ଚେତାବନୀ

March 14, 2026
Latest News

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026

ଜେଲରୁ ମୁକ୍ତ ହେବେ ସୋନମ ୱାଙ୍ଗଚୁକ: ଲଦାଖ ହିଂସା ଉପରେ ମୋଦି ସରକାରଙ୍କ ନିଷ୍ପତ୍ତି

March 14, 2026

ବଡ଼ ପରିବର୍ତ୍ତନ ଆଣିଲା CBSE: ଏବେ କପି କରି ଧାରା ହେଲେ ପାସ୍ ହେବା ଅସମ୍ଭବ

March 14, 2026

“ପ୍ରକୃତ ପରୀକ୍ଷା ଆସିବା ବାକି ଅଛି”: ସୌରଭ ଗାଙ୍ଗୁଲିଙ୍କ ଗୌତମ ଗମ୍ଭୀରଙ୍କୁ ସ୍ପଷ୍ଟ ଚେତାବନୀ

March 14, 2026

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.