Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୨ ବର୍ଷରେ ପାଦଦେଲେ ‘ଧଡକ୍‌’ ଗାର୍ଲ ଜାହ୍ନବୀ
ଆଜିର ଖବର

୨୨ ବର୍ଷରେ ପାଦଦେଲେ ‘ଧଡକ୍‌’ ଗାର୍ଲ ଜାହ୍ନବୀ

March 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
jahnavi celebrates her 22nd birtday
jahnavi celebrates her 22nd birtday

ଶ୍ରୀଦେବୀ ଓ ବୋନିକପୁର୍‌ଙ୍କ ଝିଅ ଜାହ୍ନବୀ କପୁର୍‌ ଆଜି ୨୨ ବର୍ଷ ବୟସରେ ପାଦ ଦେଇଛନ୍ତି । ‘ଧଡକ୍‌’ ଜରିଆରେ ବଲିଉଡ୍‌ ଏଣ୍ଟ୍ରି କରିଥିବା ଜାହ୍ନବୀ ପ୍ରଥମ ଫିଲ୍ମରେ ବେଶ୍‌ ସଫଳତା ପାଇଛନ୍ତି । ନିକଟରେ ସେ ଗୁଞ୍ଜନ ସକ୍‌ସେନାଙ୍କ ବାୟୋପିକ୍‌ରେ ଅଭିନୟ କରୁଛନ୍ତି । ୧୯୯୭ ମାର୍ଚ୍ଚ ମାସରେ ଜନ୍ମଗ୍ରହଣ କରିଥିଲେ ଏହି ଅଭିନେତ୍ରୀ ଜଣକ ।  ଧୀରୁଭାଇ ଅମ୍ବାନୀ ଇଣ୍ଟରନ୍ୟାସନାଲ୍‌ ସ୍କୁଲରୁ ପାଠ ପଢା ସାରିବା ପରେ କାଲିଫୋର୍ଣ୍ଣିଆଠାରେ ଫିଲ୍ମ ଓ ଟେଲିଭିଜନ୍‌ରେ ଆକ୍ଟିଂ କୋର୍ସ କରିଛନ୍ତି । ୨୦୧୫ରେ ତାଙ୍କୁ ମହେଶ ବାବୁଙ୍କ ବିପକ୍ଷରେ ଅଭିନୟ କରିବାକୁ ସୁଯୋଗ ମିଳିଥିଲା, କିନ୍ତୁ ସେ ଏହାକୁ ଗ୍ରହଣ କରିନଥିଲେ ।  ଆଜି ଜନ୍ମଦିବସ ଅବସରରେ ଜାହ୍ନବୀ କପୁର୍‌ ପିତା ବୋନି କପୁର୍‌ ଓ ଭଉଣୀ ଖୁସି କପୁର୍‌ଙ୍କ ସହ ବନାରସ ଯାଇ ଗଙ୍ଗା ଆଳତୀ କରିଛନ୍ତି । ତାଙ୍କ ଜନ୍ମଦିବସ ଅବସରରେ ଭଉଣୀ ସୋନମ୍‌ କପୁର୍‌ ତାଙ୍କ ସାନବେଳର ଏକ ଫଟୋକୁ ସେୟାର କରିଥିବାବେଳେ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ତେବେ ୨୨ ବର୍ଷୀୟା ଅଭିନେତ୍ରୀ ତାଙ୍କ ମା’ଙ୍କ ପରି ଫିଲ୍ମ ଦୁନିଆରେ ନିଜର ଏକ ସୁନ୍ଦର ପରିଚୟ ତିଆରି କରନ୍ତୁ ।

birthday celebrates jahnavi thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଢାବାରେ ନିଆଁ : ୩ ଗୁରୁତର

June 17, 2026

‘ଡାଲିରେ ଆତ୍ମନିର୍ଭର ଭାରତ’ ଲକ୍ଷ୍ୟ ହାସଲ ଉପରେ ବିଶେଷ ଗୁରୁତ୍ୱାରୋପ

June 17, 2026

ଆଜି ଜୁନ ୧୭ରେ ସାତୋଟି ରାଶିର ଭାଗ୍ୟ ଚମକିବ, ଯାହା ଆପଣ କେବେ ବି ବିଶ୍ବାସ କରିପାରିବେ ନାହିଁ

June 17, 2026

ପିଲାଙ୍କ ପାଠ୍ୟ ପୁସ୍ତକରେ ୧୬୭୮ଟି ଭୁଲ

June 17, 2026
Latest News

ଢାବାରେ ନିଆଁ : ୩ ଗୁରୁତର

June 17, 2026

ଆମେରିକା ଆକ୍ରମଣରେ ତିନି ଭାରତୀୟଙ୍କ ମୃତ୍ୟୁ ପ୍ରସଙ୍ଗ: ଟ୍ରମ୍ପଙ୍କୁ ସ୍ପଷ୍ଟ ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦୀ

June 17, 2026

‘ଡାଲିରେ ଆତ୍ମନିର୍ଭର ଭାରତ’ ଲକ୍ଷ୍ୟ ହାସଲ ଉପରେ ବିଶେଷ ଗୁରୁତ୍ୱାରୋପ

June 17, 2026

ଉଦ୍ଧବ ଠାକରେଙ୍କୁ ଲାଗିବ ବଡ଼ ଝଟକା!: ଆଜି ବାଚସ୍ପତିଙ୍କୁ ଭେଟିପାରନ୍ତି ଛଅ ସାଂସଦ

June 17, 2026

ଆଜି ଜୁନ ୧୭ରେ ସାତୋଟି ରାଶିର ଭାଗ୍ୟ ଚମକିବ, ଯାହା ଆପଣ କେବେ ବି ବିଶ୍ବାସ କରିପାରିବେ ନାହିଁ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.