Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛତିଶଗଡ ପେପର କାରଖାନାରୁ ଗ୍ୟାସ୍ ଲିକ୍‌ : 7 ଜଣ ହସ୍ପିଟାଲରେ ଭର୍ତ୍ତି
ଆଜିର ଖବର

ଛତିଶଗଡ ପେପର କାରଖାନାରୁ ଗ୍ୟାସ୍ ଲିକ୍‌ : 7 ଜଣ ହସ୍ପିଟାଲରେ ଭର୍ତ୍ତି

May 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାୟଗଡ : ଛତିଶଗଡର ରାୟଗଡରେ ଏକ ପେପର ମିଲ୍‌ରୁ ଗ୍ୟାସ୍‌ଲିକ୍‌ ଘଟିଛି । ଏହି ଗ୍ୟାସ୍‌ ଲିକ୍‌ ଘଟଣାରେ 7 ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ତନ୍ମଧ୍ୟରୁ 3 ଜଣଙ୍କ ଅବସ୍ଥା ଗୁରୁତର ହୋଇଛି । ପେପର ମିଲ୍‌ର ଏକ ଟାଙ୍କି ସଫା କରୁଥିବା ବେଳେ ଏହି ଗ୍ୟାସ୍‌ ଲିକ୍‌ ହୋଇଥିବା ନେଇ ରାୟଗଡ ଏସ୍‌ପି ସୂଚନା ଦେଇଛନ୍ତି । ସକାଳୁ ଆନ୍ଧ୍ରପ୍ରଦେଶର ବିଶାଖାପଟ୍ଟନମର ଏକ ରାସାୟନିକ କାରଖାନାରେ ଗ୍ୟାସ୍‌ ଲିକ୍‌ ହୋଇ 11 ଜଣଙ୍କ ପ୍ରଶହାନି ଘଟିଥିବା ବେଳେ ଏହି ଘଟଣା ଉକ୍ତ ଅଞ୍ଚଳରେ ଭୟର ବାତାବରଣ ଖେଳାଇ ଦେଇଛି । (ଏଜେନ୍ସି)

chhatishgarh gasleak
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ଭାରତ ଗସ୍ତରେ ଆସିବେ ଡୋନାଲ୍ଡ ଟ୍ରମ୍ପ?: ଯୋଜନା ପ୍ରକାଶ କଲେ ସର୍ଜିଓ ଗୋର୍

June 27, 2026

OTAS ଅଧିକାରୀ ଭୀମସେନ ଟୁଡୁଙ୍କୁ ଚାକିରୀରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାରଣ

June 27, 2026

ସ୍ଥଗିତ ହେଲା ପରୀକ୍ଷା: TET ପେପର ଲିକ୍ ପରେ ଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି

June 27, 2026

ନୂତନ ପାସନ ମଡେଲ ଲଞ୍ଚ କଲା ହିରୋ: ୧ ଲିଟରରେ ଚାଲିବ ୭୧ କିମି, ଜାଣନ୍ତୁ ବୈଶିଷ୍ଟ୍ୟ

June 27, 2026
Latest News

କେବେ ଭାରତ ଗସ୍ତରେ ଆସିବେ ଡୋନାଲ୍ଡ ଟ୍ରମ୍ପ?: ଯୋଜନା ପ୍ରକାଶ କଲେ ସର୍ଜିଓ ଗୋର୍

June 27, 2026

OTAS ଅଧିକାରୀ ଭୀମସେନ ଟୁଡୁଙ୍କୁ ଚାକିରୀରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାରଣ

June 27, 2026

ସ୍ଥଗିତ ହେଲା ପରୀକ୍ଷା: TET ପେପର ଲିକ୍ ପରେ ଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି

June 27, 2026

ନୂତନ ପାସନ ମଡେଲ ଲଞ୍ଚ କଲା ହିରୋ: ୧ ଲିଟରରେ ଚାଲିବ ୭୧ କିମି, ଜାଣନ୍ତୁ ବୈଶିଷ୍ଟ୍ୟ

June 27, 2026

ଜନନାୟକାନ ପ୍ରଯୋଜକଙ୍କୁ ଦିଲ୍ଲୀରେ ନିଯୁକ୍ତ କଲେ ଥଲାପତି ବିଜୟ: ବିରୋଧ କଲେ ବିଜେପି-ଡିଏମକେ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.