Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବର୍ତ୍ତମାନ ନର୍କରେ ଶାନ୍ତିରେ ଶୁଅ : ଗୌତମ ଗମ୍ଭୀର
ଆଜିର ଖବର

ବର୍ତ୍ତମାନ ନର୍କରେ ଶାନ୍ତିରେ ଶୁଅ : ଗୌତମ ଗମ୍ଭୀର

May 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କ୍ରିକେଟରରୁ ସାଂସଦ ବନିଥିବା ଗୌତମ ଗମ୍ଭୀର ସର୍ବଦା ନିଜର ଖୋଲାକଥା ପାଇଁ ଚର୍ଚ୍ଚାରେ ରହିଥିାନ୍ତି । ଗତକାଲି ହିଜବୁଲ ଆତଙ୍କବାଦୀ ରିୟାଜ୍‌ ନାଇକୁର ଏନ୍‌କାଉଣ୍ଟର ପରେ ଗମ୍ଭୀରଙ୍କ ଏକ ଟ୍ବିଟ୍‌କୁ ନେଇ ସୋସିଆଲ୍‌ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ସର୍ବଦା ଭାରତୀୟ ସେନାର ସମର୍ଥନରେ ଟ୍ବିଟ୍‌ କରୁଥିବା ଗମ୍ଭୀର ନିଜ ଟ୍ବିଟ୍‌ରେ ଭାରତୀୟ ସେନାର ବୀରତ୍ବ ମଧ୍ୟ ଉଲ୍ଲେଖ କରିଛନ୍ତି । ବର୍ତ୍ତମାନ ନର୍କରେ ଶାନ୍ତିରେ ଶୁଅ ବୋଲି ଟ୍ବିଟ୍‌ କରିବା ସହିତ କେବେ ଭାରତୀୟ ସେନା ସହ ଲାଗିବାର ଦୁଃସାହସ କରନାହିଁ ବୋଲି ଗମ୍ଭୀର ଟ୍ବିଟ୍ କରିଥିଲେ । ଗମ୍ଭୀରଙ୍କ ଏହି ଟ୍ବିଟ୍‌କୁ ପ୍ରାୟ 47 ହଜାର ଲାଇକ୍‌ ମିଳିଥିଲା । (ଏଜେନ୍ସି)

gautamgambhir indianarmy
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026
Latest News

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.