Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରବାସୀଙ୍କ ରେଳଭଡାକୁ ନେଇ ରାଜନୀତି ବନ୍ଦ କରନ୍ତୁ ସୋନିଆ : ଶିବ ଗୋପାଳ
ଆଜିର ଖବର

ପ୍ରବାସୀଙ୍କ ରେଳଭଡାକୁ ନେଇ ରାଜନୀତି ବନ୍ଦ କରନ୍ତୁ ସୋନିଆ : ଶିବ ଗୋପାଳ

May 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ପ୍ରବାସୀ ଶ୍ରମିକ ମାନଙ୍କୁ ନେବା ପାଇଁ ଚାଲୁଥିବା ଶ୍ରମିକ ସ୍ପେସିଆଲ ଟ୍ରେନ୍‌ର ଭଡାକୁ ନେଇ ସୋନିଆ ରାଜନୀତି କରନ୍ତୁ ନାହିଁ ବୋଲି ରେଳବାଇ କର୍ମଚାରୀ ସଂଘର ସାଧାରଣ ସମ୍ପାଦକ ଶିବ ଗୋପାଳ ମିଶ୍ର କହିଛନ୍ତି । କେନ୍ଦ୍ର ସରକାରଙ୍କ ପକ୍ଷରୁ 115ଟି ଶ୍ରମିକ ସ୍ପେସିଆଲ ଟ୍ରେନ୍‌କୁ ମଞ୍ଜୁରୀ ଦିଆଯାଇଥିବା ବେଳେ ରେଳବାଇ କର୍ମୀଙ୍କ କଠିନ ପରିଶ୍ରମ କାରଣରୁ ଏହା ସଫଳ ହୋଇ ପାରୁଛି । ଏଭଳି ମହାମାରୀ ସମୟରେ ରେଳ ଚଳଚାଳ ଅସମ୍ଭବ ଲାଗୁଥିଲେ ମଧ୍ୟ ତାହା କରାଯାଉଛି । ତେଣୁ ଏଭଳି ସ୍ଥିତିରେ କଂଗ୍ରେସର ଅନ୍ତରୀଣ ସଭାପତି ସୋନିଆ ଗାନ୍ଧୀ ଶସ୍ତା ରାଜନୀତି ବନ୍ଦ କରନ୍ତୁ ବୋଲି ମିଶ୍ର କହିଛନ୍ତି । ଯାତ୍ରୀଙ୍କ ଟିକେଟ ଖର୍ଚ୍ଚର 85 ପ୍ରତିଶତ କେନ୍ଦ୍ର ସରକାର ଏବଂ 15 ପ୍ରତିଶତ ରାଜ୍ୟ ସରକାର ବହନ କରୁଛନ୍ତି । ଏତଦ ବ୍ୟତିତ ଖାଦ୍ୟପେୟ, ସୁରକ୍ଷା ଏବଂ ଅନ୍ୟାନ୍ୟ ବ୍ୟବସ୍ଥାର ଖର୍ଚ୍ଚ ରେଳବାଇ ବହନ କରୁଛି ତେଣୁ କଂଗ୍ରେସର ଅନ୍ତରୀଣ ସଭାପତି ଶସ୍ତା ରାଜନୀତି କରିବା ବନ୍ଦ କରନ୍ତୁ ବୋଲି ମତ ଦେବା ସହିତ ସୋନିଆଙ୍କୁ ଚିଠି ଲେଖିଛନ୍ତି ଶିବ ଗୋପାଳ ମିଶ୍ର । (ଏଜେନ୍ସି)

railway soniagandhi
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.