Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ 10 ପଜିଟିଭ୍‌ ଚିହ୍ନଟ : ଆକ୍ରାନ୍ତଙ୍କ ସଂଖ୍ୟା 219
ଆଜିର ଖବର

ରାଜ୍ୟରେ ଆଉ 10 ପଜିଟିଭ୍‌ ଚିହ୍ନଟ : ଆକ୍ରାନ୍ତଙ୍କ ସଂଖ୍ୟା 219

May 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 10 ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ବରରୁ ତିନି ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରୁ ବାକି 7 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ବରରୁ ଠାବ ତିନି ଆକ୍ରାନ୍ତଙ୍କ ଘର ମଞ୍ଚେଶ୍ବର, ଭିଏସଏସ୍‌ ନଗର ଏବଂ ସୁର୍ଯ୍ୟନଗର ହୋଇଥିବା ବେଳେ ବୟସ ଯଥାକ୍ରମେ 36,34 ଓ 67 ରହିଛି । ସେହିପରି ଗଞ୍ଜାମର 7 ଜଣ ଆକ୍ରାନ୍ତ ହେଉଛନ୍ତି ପୁରୁଷ ଓ ସମସ୍ତେ ସୁରତ ଫେରନ୍ତା ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 219ରେ ପହଞ୍ଚିଥିବା ବେଳେ ତନ୍ମଧ୍ୟରୁ 62 ଜଣ ସୁସ୍ଥ ହୋଇଛନ୍ତି ଏବଂ ଦୁଇ ଜଣଙ୍କ ପ୍ରାଣହାନି ଘଟିଛି ।

corona covid19 TopNews
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ବାଇକ ଚାଳକଙ୍କୁ ଗାଡ଼ି ଚଢ଼ାଇବା ମାମଲା: ରାଜସ୍ଥାନରୁ କାର୍ ଡ୍ରାଇଭର ଗିରଫ

September 15, 2026

କର୍ଣ୍ଣାଟକରେ ଫ୍ରିଜ୍ ବିସ୍ଫୋରଣ ନେଲା ଗୋଟିଏ ପରିବାରର ୪ ଜୀବନ, ୨ ଗୁରୁତର

September 15, 2026

ନିଯୁକ୍ତି ପରୀକ୍ଷାକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ବାଂଶୁରୀ ସ୍ୱରାଜ: ରାହୁଲ ଗାନ୍ଧୀଙ୍କୁ କଲେ ପ୍ରଶ୍ନ

September 15, 2026

ଓରାକଲରେ ପୁଣି ବଡ଼ ଛଟେଇ, ଚାକିରି ହରାଇଲେ ହଜାର ହଜାର କର୍ମଚାରୀ

September 15, 2026
Latest News

ମହିଳା ବାଇକ ଚାଳକଙ୍କୁ ଗାଡ଼ି ଚଢ଼ାଇବା ମାମଲା: ରାଜସ୍ଥାନରୁ କାର୍ ଡ୍ରାଇଭର ଗିରଫ

September 15, 2026

କର୍ଣ୍ଣାଟକରେ ଫ୍ରିଜ୍ ବିସ୍ଫୋରଣ ନେଲା ଗୋଟିଏ ପରିବାରର ୪ ଜୀବନ, ୨ ଗୁରୁତର

September 15, 2026

“ଚୁପ୍ ଚାପ୍ ଶୁଳ୍କ ଲାଗୁ କରିବାର ପ୍ରସ୍ତୁତି…”: UPIକୁ ଟାର୍ଗେଟ କଲେ ରାହୁଲ ଗାନ୍ଧୀ 

September 15, 2026

ନିଯୁକ୍ତି ପରୀକ୍ଷାକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ବାଂଶୁରୀ ସ୍ୱରାଜ: ରାହୁଲ ଗାନ୍ଧୀଙ୍କୁ କଲେ ପ୍ରଶ୍ନ

September 15, 2026

ଓରାକଲରେ ପୁଣି ବଡ଼ ଛଟେଇ, ଚାକିରି ହରାଇଲେ ହଜାର ହଜାର କର୍ମଚାରୀ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.