Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇ- ଟୋକନ୍‌ ଜରିଆରେ ମିଳିବ ମଦ, ଏନେଇ ଜାରି ହେଲା ଓ୍ବେବ୍‌ ଲିଙ୍କ୍‌
ଆଜିର ଖବର

ଇ- ଟୋକନ୍‌ ଜରିଆରେ ମିଳିବ ମଦ, ଏନେଇ ଜାରି ହେଲା ଓ୍ବେବ୍‌ ଲିଙ୍କ୍‌

May 7, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦିଲ୍ଲୀ ସରକାର ଏବେ ମଦ ବିକ୍ରି ପାଇଁ ଇ-ଟୋକନ୍‌ ସିଷ୍ଟମ୍‌ ଲାଗୁ କରିଛନ୍ତି। ମଦ ପାଇଁ ଦୋକାନଗୁଡିକରେ ପ୍ରବଳ ଭିଡକୁ ଦେଖି ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ଇ-ଟୋକନ୍‌ ଦ୍ବାରା ଦୋକାନରେ ସାମାଜିକ ଦୂରତ୍ବକୁ ପାଳନ କରାଯାଇପାରିବ ବୋଲି ଜଣାପଡିଛି।  ଇ-ଟୋକନ୍‌ ପାଇଁ ସରକାର ଏକ ଓ୍ବେବ୍‌ ଲିଙ୍କ୍‌ ଜାରି କରିଛନ୍ତି। ଏହି ଲିଙ୍କ୍‌ ଜରିଆରେ ନିଜ ତଥ୍ୟ ପ୍ରଦାନ କରି ମଦ କ୍ରୟ ପାଇଁ ସମୟ ନେଇପାରିବେ। ଏହା ପରେ ବ୍ୟକ୍ତିଙ୍କ ମୋବାଇଲ୍‌କୁ ଏକ ଇ-କୁପନ୍‌ ପଠାଯିବ । ଏହା ଜରିଆରେ ସେ ମଦ କ୍ରୟ କରିପାରିବେ।

ଲକଡାଉନ 3.0ରେ କେନ୍ଦ୍ର ସରକାର କିଛି କଟକଣାକୁ କୋହଳ କରିଛନ୍ତି। ଏହି ସହିତ ସର୍ତ୍ତ ସହିତ ମଦ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି। କେନ୍ଦ୍ର ସରକାର ଗାଇଡଲାଇନ୍ସ ପାଳନ କରି ଦିଲ୍ଲୀ ସରକାର ରାଜଧାନୀରେ 200 ମଦ ଦୋକାନ ଖୋଲିବାକୁ ଅନୁମତି ଦେଇଥିଲେ। ଏହି ମଦଦୋକାନଗୁଡିକ ଖୋଲାଯିବା ପରେ ସାମାଜିକ ଦୂରତ୍ବକୁ ଉଲ୍ଲଂଘନ ହୋଇଥିବାର ଦେଖାଯାଇଥିଲା। ଦିଲ୍ଲୀ ସରକାର 200 ମଦ ଦୋକାନ ଖୋଲିବାକୁ ଆଦେଶ ଦେଇଥିବାବେଳେ ଭିଡ କାରଣରୁ 50ଟି ଦୋକାନ ଖୋଲାଯାଇଥିଲା।

ମଦ ଯୋଗୁଁ ପ୍ରବଳ ଭିଡକୁ ଦେଖି ଦିଲ୍ଲୀ ସରକାର ଏହାର ଏକ ସାମାଧନ ବାହାର କରିଛନ୍ତି। ଇ-କୁପନ୍‌ ଜରିଆରେ ମଦ ବିକ୍ରିର ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ଦିଲ୍ଲୀ ସରକାର ଏକ ଓ୍ବେବ୍‌ ଲିଙ୍କ୍‌ https://www.qtoken.in ଜାରି କରିଛନ୍ତି। ଏହି ଲିଙ୍କ୍‌ ଜରିଆରେ ତଥ୍ୟ ପ୍ରଦାନ କରି ମଦ କିଣିବା ପାଇଁ ସମୟ ନେଇପାରିବେ। ଏହା ପରେ ଆପଣଙ୍କ ମୋବାଇଲ୍‌କୁ ଏକ ଇ-କୁପନ୍ ଆସିବ। ଏହାକୁ ନେଇ ନିର୍ଦ୍ଧାରିତ ସମୟରେ ଦୋକାନ ଯାଇ ମଦ କ୍ରୟ କରିପାରିବେ। ମଦ ପାଇଁ ଆଉ ଲମ୍ବା ଧାଡିରେ ରହିବାର ଆବଶ୍ୟକତା ପଡିବ ନାହିଁ। ଏହା ସହିତ ଏହି ଲିଙ୍କ୍‌ରେ ନିଜ ନାମ ଓ ମୋବାଇଲ୍‌ ନମ୍ବର ଦେଲେ, ନିକଟସ୍ଥ ମଦ ଦୋକାନର ଠିକଣା ମଧ୍ୟ ମିଳିପାରିବ। ସୂଚନାଯୋଗ୍ୟ, ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପାଞ୍ଚହଜାର ଟପି ଥିବାବେଳେ 65ଜଣଙ୍କ ମୃତ୍ୟୁ ହୋଇଛି। (ଏଜେନ୍ସି)

arabindakejriwal wine
Share. Facebook Twitter LinkedIn Email WhatsApp Copy Link

Related Posts

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026
Latest News

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.