Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାନବସ୍ତା ପଡି ମା’ ଓ ଝିଅଙ୍କ ମୃତ୍ୟୁ
ଆଜିର ଖବର

ଧାନବସ୍ତା ପଡି ମା’ ଓ ଝିଅଙ୍କ ମୃତ୍ୟୁ

May 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ : ପୁରୀ ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଧାନବସ୍ତା ପଡିଯିବାରୁ ଜଣେ ମହିଳା ଓ ତାଙ୍କ 12 ବର୍ଷର ଝିଅର ମୃତ୍ୟୁଘଟିଛି।  ପୁରୀ ଜିଲ୍ଲା ବ୍ରହ୍ମଗିରିର ଖଜୁରିଆ ନିକଟ ହୋବା ସାହିରେ ଏଭଳି ଅଘଟଣ ଘଟିଯାଇଛି। ଗତକାଲି ରାତିରେ ଶୋଇଥିବା ଅବସ୍ଥାରେ ଘର ଭିତରେ ଥାକ ମାରି ରଖାଯାଇଥିବା ଧାନବସ୍ତାଗୁଡିକ ତାଙ୍କ ଉପରେ ଖସି ପଡିଥିଲା। ଏହା ଫଳରେ ତାଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ତାଙ୍କ ସ୍ବାମୀ ଗୁରୁତର ହୋଇଛନ୍ତି। ତାଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ସିମଲାରେ ଆରମ୍ଭ ହେଲା ଦକ୍ଷିଣ ଏସୀୟ ଟେବୁଲ ଟେନିସ୍ ଯୁବ ଚାମ୍ପିଅନସିପ୍ 

April 8, 2026

ପୁଣି ଦିଲ୍ଲୀ-ଗୁଜରାଟ ମ୍ୟାଚ୍‌ରେ ବର୍ଷା ଆଶଙ୍କା!: ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ

April 8, 2026

ତୁଷାରପାତ ଯୋଗୁଁ ବଦ୍ରିନାଥ ଏବଂ ହେମକୁଣ୍ଡ ସାହିବରେ ପ୍ରବଳ ଥଣ୍ଡା

April 8, 2026

ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତିକୁ ସ୍ୱାଗତ କଲା ଭାରତ

April 8, 2026
Latest News

ସିମଲାରେ ଆରମ୍ଭ ହେଲା ଦକ୍ଷିଣ ଏସୀୟ ଟେବୁଲ ଟେନିସ୍ ଯୁବ ଚାମ୍ପିଅନସିପ୍ 

April 8, 2026

ପୁଣି ଦିଲ୍ଲୀ-ଗୁଜରାଟ ମ୍ୟାଚ୍‌ରେ ବର୍ଷା ଆଶଙ୍କା!: ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ

April 8, 2026

ତୁଷାରପାତ ଯୋଗୁଁ ବଦ୍ରିନାଥ ଏବଂ ହେମକୁଣ୍ଡ ସାହିବରେ ପ୍ରବଳ ଥଣ୍ଡା

April 8, 2026

ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତିକୁ ସ୍ୱାଗତ କଲା ଭାରତ

April 8, 2026

ଗଞ୍ଜାମରେ ଦୁଇ ଦିନିଆ ଆନ୍ତର୍ଜ୍ୟାତୀୟ କର୍ମଶାଳା

April 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.