Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିହ୍ନଟ ସମସ୍ତ 26 ଆକ୍ରାନ୍ତଙ୍କ ମଧ୍ୟରୁ ଜଣକୁ ଛାଡି ସମେସ୍ତ ସୁରତ ଫେରନ୍ତା
ଆଜିର ଖବର

ଚିହ୍ନଟ ସମସ୍ତ 26 ଆକ୍ରାନ୍ତଙ୍କ ମଧ୍ୟରୁ ଜଣକୁ ଛାଡି ସମେସ୍ତ ସୁରତ ଫେରନ୍ତା

May 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ସକାଳୁ ଚିହ୍ନଟ ହୋଇଥିବା 26 ଜଣ ନୂଆ କରୋନା ଆକ୍ରାନ୍ତ ମଧ୍ୟରେ ଗଞ୍ଜାମରୁ 19 ଜଣ, କେନ୍ଦ୍ରାପଡ଼ାରୁ 6 ଓ ଭଦ୍ରକ ଜିଲ୍ଲାରୁ 2 ନୂଆ ଆକ୍ରାନ୍ତ ଅଛନ୍ତି। ଜଣକୁ ଛାଡି ସମସ୍ତେ ସୁରତ ଫେରନ୍ତା ବୋଲି ଜଣାପଡିଥିବାବେଳେ ଅଧିକାଂଶଙ୍କ ଠାରେ ଲକ୍ଷଣ ଥିଲା । ଗଞ୍ଜାମର ସମସ୍ତ 19 ଆକ୍ରାନ୍ତ 18ରୁ 58 ବର୍ଷର ପୁରୁଷ ରହିଥିବାର ସୂଚନା ରହିଛି । ଜଣେ କେବଳ କରେଳରୁ ଫେରିଥିଲେ ଓ ଅନ୍ୟ ସମେସ୍ତ ସୁରତ ଫେରନ୍ତା ବୋଲିଜଣାପଡିି । ସେହିପରି ଭଦ୍ରକର ଦୁଇ ଆକ୍ରାନ୍ତଙ୍କ ବୟସ 21 ଓ 41 ବର୍ଷ ବୋଲି ଜଣାପଡିଛି । କେନ୍ଦ୍ରାପଡ଼ାର ପାଞ୍ଚ ଆକ୍ରାନ୍ତମାନେ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 32,33,27,35, 31 ବର୍ଷ ବୋଲି ଜଣାପଡିଛି । କେନ୍ଦ୍ରାପଡ଼ାରେ ଚିହ୍ନଟ 5 ନୂଆ ଆକ୍ରାନ୍ତ ସୁରତ ଫେରନ୍ତା। ସେମାନେ ସମସ୍ତେ ପଟ୍ଟାମୁଣ୍ଡାଇ ଅଞ୍ଚଳର। ଗତ 3 ତାରିଖରେ ମୋଟ୍ 58 ଜଣ ବସ୍‌ରେ ସୁରତରୁ ଫେରିଥିଲେ। ସମସ୍ତେ କ୍ୱାରେଣ୍ଟିନ୍‌ରେ ଥିଲେ। ସେମାନଙ୍କ ମଧ୍ୟରୁ ୫ଜଣ ପଜିଟିଭ୍‌ ଚିହ୍ନଟ ହେବାପରେ ସେମାନଙ୍କୁ କୋଭିଡ୍‌ ହସ୍ପିଟାଲ୍‌କୁ ପଠାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

‘ଓଡ଼ିଶା ରାଜ୍ୟ ତୃତୀୟଲିଙ୍ଗୀ କଲ୍ୟାଣ ବୋର୍ଡ’ର ପ୍ରଥମ ବୈଠକ

August 8, 2026

ମହିଳା ପରିଚାଳିତ ଉଦ୍ୟୋଗର ସୁଦୃଢ଼ୀକରଣ ପାଇଁ ରାଜ୍ୟସ୍ତରୀୟ ଆଲୋଚନାଚକ୍ର

August 8, 2026

ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଶୁଭ ଖବର: ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

August 8, 2026

ନୂଆଦିଲ୍ଲୀରେ ଓଡ଼ିଶାର ଖାଦ୍ୟ ପ୍ରକ୍ରିୟାକରଣ ଭିଜନ ଉପସ୍ଥାପିତ କଲେ ମୁଖ୍ୟମନ୍ତ୍ରୀ

August 7, 2026
Latest News

‘ଓଡ଼ିଶା ରାଜ୍ୟ ତୃତୀୟଲିଙ୍ଗୀ କଲ୍ୟାଣ ବୋର୍ଡ’ର ପ୍ରଥମ ବୈଠକ

August 8, 2026

ମହିଳା ପରିଚାଳିତ ଉଦ୍ୟୋଗର ସୁଦୃଢ଼ୀକରଣ ପାଇଁ ରାଜ୍ୟସ୍ତରୀୟ ଆଲୋଚନାଚକ୍ର

August 8, 2026

ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଶୁଭ ଖବର: ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

August 8, 2026

ନୂଆଦିଲ୍ଲୀରେ ଓଡ଼ିଶାର ଖାଦ୍ୟ ପ୍ରକ୍ରିୟାକରଣ ଭିଜନ ଉପସ୍ଥାପିତ କଲେ ମୁଖ୍ୟମନ୍ତ୍ରୀ

August 7, 2026

ଗ୍ରାହକଙ୍କ ପାଇଁ ମାଗଣା ରହିବ UPI

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.