Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 1800 ଟପିଲା
ଆଜିର ଖବର

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 1800 ଟପିଲା

May 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ସ୍ଥିତି ବେଶ୍‌ ଉଦ୍‌ବେଗଜନକ ରହିଛି। ଲକଡାଉନ୍‌, କର୍ଫ୍ୟୁ ଓ କଟକଣା ସତ୍ତ୍ବେ କରନୋ ଥମିବାର ନାଁ ଥରୁନାହିଁ। ଏବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 56 ହଜାର ଅତିକ୍ରମ କରିଥିବାବେଳେ ମୃତ୍ୟସଂଖ୍ୟା 1886ରେ ପହଞ୍ଚିଛି। ସ୍ବାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଗତ 2 ଘଣ୍ଟାରେ କରୋନା ଯୋଗୁଁ 103 ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ଗୋଟିଏ ଦିନରେ 1274 ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ମୃତ୍ୟ ହାର 3.34 ପ୍ରତିଶତ ରହିଥିବାବେଳେ ସୁସ୍ଥ ହାର 29.35 ପ୍ରତିଶତ ରହିଛି।  ଦେଶରେ ସର୍ବମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 56,342ରେ ପହଞ୍ଚିଛନ୍ତି।

କେଉଁ ରାଜ୍ୟରେ କେତେ ରହିଛି ମୃତ୍ୟୁ ସଂଖ୍ୟା

ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଅନୁସାରେ ମହାରାଷ୍ଟ୍ରରେ ସର୍ବାଧିକ ମୃତ୍ୟୁ ହୋଇଛି। ମହାରାଷ୍ଟ୍ରରେ 694ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଗୁଜୁରାଟରେ 425, ମଧ୍ୟପ୍ରଦଶରେ 193, ରାଜସ୍ଥାନରେ 97, ଦିଲ୍ଲୀରେ 66,. ଉତ୍ତରପ୍ରଦେଶରେ 62, ଆନ୍ଧ୍ରପ୍ରଦେଶରେ 38, ପଶ୍ଚିମବଙ୍ଗରେ 151, ତାମିଲନାଡୁରେ 37, ତେଲେଙ୍ଗାନାରେ 29, କର୍ଣ୍ଣାଟକରେ 30, ପଞ୍ଜାବରେ 28, ଜମ୍ମୁକାଶ୍ମୀରରେ 9, ହରିୟାଣାରେ 7, କେରଳରେ 4, ଝାଡଖଣ୍ଡରେ 3, ବିହାରରେ 5, ଓଡ଼ିଶା ଓ ହିମାଚଳ ପ୍ରଦେଶରେ 2, ଚଣ୍ଡୀଗଡ, ଆସାମ ଓ ମେଘାଳୟରେ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। (ଏଜେନ୍ସି)

coronaupdate death
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Latest News

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.