Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲକ୍‌ଡାଉନ୍‌ରୁ ବାହାରିବାର ଉପାୟ ନିଶ୍ବିନ୍ତ କରନ୍ତୁ ସରକାର : ରାହୁଲ
ଆଜିର ଖବର

ଲକ୍‌ଡାଉନ୍‌ରୁ ବାହାରିବାର ଉପାୟ ନିଶ୍ବିନ୍ତ କରନ୍ତୁ ସରକାର : ରାହୁଲ

May 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ଭାଇରସ୍‌ କାରଣରୁ ସମଗ୍ର ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଏହାକୁ ନେଇ ସରକାରଙ୍କୁ ଘେରିବାର ଉଦ୍ୟମ କରିଛନ୍ତି ରାହୁଲ ଗାନ୍ଧୀ । ଲକ୍‌ଡାଉନ୍‌ରୁ ବାହାରିବାର ଏକ ନିଶ୍ଚିନ୍ତ ଉପାୟ ସରକାର ସ୍ପଷ୍ଟ କରନ୍ତୁ ବୋଲି ରାହୁଲ୍‌ ମତ ଦେଇଛନ୍ତି । ଲକ୍‌ଡାଉନ୍ ସମୟରେ ଦେଶବାସୀ କେବଳ ଆର୍ଥିକ ଭାବରେ ନୁହେଁ ମାନସିକ ଭାବରେ ମଧ୍ୟ ପ୍ରଭାବିତ । ଏଥିରୁ ବାହାରିବା ପାଇଁ ସରକାରଙ୍କ ପକ୍ଷରୁ ଯୋଜନା କରାଯିବା ଆବଶ୍ୟକ । ସରକାର କ୍ଷୁଦ୍ର ଓ ମଧ୍ୟମ ଶିଳ୍ପର ପୁନରୁଦ୍ଧାର ପାଇଁ ପ୍ରୟାସ କରିବା ସହିତ ସମସ୍ତ ଗରିବଙ୍କ ଆକାଉଣ୍ଟକୁ ପଇସା ପଠାଇବା ଉଚିତ୍‌ ବୋଲି ରାହୁଲ ମତ ଦେଇଛନ୍ତି । ସ୍ବିଚ୍‌ ଅନ୍‌ ଅଫ୍‌ ପରି ଲକ୍‌ଡାଉନ୍‌ରୁ ବାହାରିବା ସହଜ ନୁହେଁ ତେଣୁ ସରକାର ଏଥିପାଇଁ କିଛି ଠୋସ୍‌ ଯୋଜନା ପ୍ରସ୍ତୁତ କରିବା ଉଚିତ୍‌ ବୋଲି ରାହୁଲ ମତ ଦେଇଛନ୍ତି । (ଏଜେନ୍ସି)

Lockdown rahulgandhi
Share. Facebook Twitter LinkedIn Email WhatsApp Copy Link

Related Posts

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026
Latest News

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.