Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶାଖାପଟ୍ଟନମ୍‌ ଗ୍ୟାସ୍‌ ଲିକ୍‌ ଘଟଣା : ଏଲ୍‌ଜି ପଲିମରକୁ 50 କୋଟିର ଅର୍ଥଦଣ୍ଡ
ଆଜିର ଖବର

ବିଶାଖାପଟ୍ଟନମ୍‌ ଗ୍ୟାସ୍‌ ଲିକ୍‌ ଘଟଣା : ଏଲ୍‌ଜି ପଲିମରକୁ 50 କୋଟିର ଅର୍ଥଦଣ୍ଡ

May 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଶାଖାପଟ୍ଟନମ୍‌ : ବିଶାଖାପାଟଣାରେ ଗତକାଲି ଘଟିଥିବା ଗ୍ୟାସ୍‌ ଲିକ୍‌ ଘଟଣାରେ ଦୋଷୀ କମ୍ପାନୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଶୁକ୍ରବାର କମ୍ପାନୀକୁ 50 କୋଟିର ଅର୍ଥଦଣ୍ଡ ପ୍ରଦାନ କରାଯାଇଛି । ଗତକାଲିର ଗ୍ୟାସ୍‌ ଟ୍ରାଜେଡିରେ 11 ଜଣଙ୍କର ପ୍ରାଣହାନି ଘଟିବା ସହିତ ଶତାଧିକ ଲୋକ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଉକ୍ତ ଫ୍ୟାକ୍ଟ୍ରି ଯିବାସହିତ କଡା କାର୍ଯ୍ୟାନୁଷ୍ଠାନର ପ୍ରତିଶ୍ରୁତି ଦେଇଥିଲେ । ଏହାପରେ ଆଜି କମ୍ପାନୀକୁ ଏହି ଅର୍ଥଦଣ୍ଡ ପ୍ରଦାନ କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ, ମୃତ ବ୍ୟକ୍ତିଙ୍କ ପାଇଁ ଆନ୍ଧ୍ର ସରକାରଙ୍କ ପକ୍ଷରୁ 1 କୋଟିର ସହାୟତା ରାଶି ଘୋଷଣା କରାଯାଇଛି । (ଏଜେନ୍ସି)

gasleak VIZAG
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ବିଜେପିରେ ବିଭାଜନ?: ଅଖିଳେଶ ଯାଦବଙ୍କ ସହ ଯୋଗୀ ମନ୍ତ୍ରୀଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା ଆରମ୍ଭ

September 30, 2026
Latest News

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.