Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଦ୍ୟାଳୟ ବନ୍ଦ ରହିପାରେ ମାତ୍ର ଶିକ୍ଷା ନୁହେଁ : ସମୀର ଦାଶ
ଆଜିର ଖବର

ବିଦ୍ୟାଳୟ ବନ୍ଦ ରହିପାରେ ମାତ୍ର ଶିକ୍ଷା ନୁହେଁ : ସମୀର ଦାଶ

May 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବିଦ୍ୟାଳୟ ବନ୍ଦ ରହିପାରେ ମାତ୍ର ଶିକ୍ଷା ନୁହେଁ ବୋଲି ମତ ଦେଇଛନ୍ତି ଶିକ୍ଷା ମନ୍ତ୍ରୀ ସମୀର ଦାଶ । ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୨୧୪ ଅଧ୍ୟକ୍ଷ ଓ ଅଧ୍ୟକ୍ଷା ମାନଙ୍କ ସହିତ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଅଲୋଚନା ସମୟରେ ଶିକ୍ଷା ମନ୍ତ୍ରୀ ଏହି ବୟାନ ଦେଇଛନ୍ତି । ସମ୍ପ୍ରତି କରୋନା ମହାମାରୀ କାରଣରୁ ଦେଶବ୍ୟାପୀ ଶିକ୍ଷାନୁଷ୍ଠାନ ଗୁଡିକ ବନ୍ଦ ରଖାଯାଇଥିବା ବେଳେ ଆଦର୍ଶ ବିଦ୍ୟାଳୟ ପକ୍ଷରୁ ଛାତ୍ରଛାତ୍ରୀଙ୍କୁ ଅନ୍‌ଲାଇନ୍‌ ପାଠ ପଢାଯାଉଛି । ବିଦ୍ୟାର୍ଥୀ ମାନଙ୍କୁ ଅନ୍‌ଲାଇନ୍‌ରେ ପାଠ ପଢାଇ ଆଦର୍ଶ ବିଦ୍ୟାଳୟ ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛି । ବିଦ୍ୟାଳୟର 60ରୁ 70 ପ୍ରତିଶତ ଛାତ୍ରଛାତ୍ରୀ ଏହାଦ୍ବାରା ଉପକୃତ ହେଉଛନ୍ତି । ଗୁଗୁଲ୍‌ ମିଟ୍‌ ଆପ୍‌ ଏବଂ ହ୍ବାଟ୍‌ସଆପ୍‌ ମାଧ୍ୟମରେ ପିଲାଙ୍କୁ ପାଠ ପଢାଯିବା ସହିତ ପରୀକ୍ଷା ମଧ୍ୟ କରାଯାଉଛି ।

ଓଡିଶାରେ ଆଦର୍ଶ ବିଦ୍ୟାଳୟକୁ ତିନୋଟି ଜୋନ୍‌ରେ ବିଭକ୍ତ କରାଯାଇଛି । ନଦର୍ଣ୍ଣ, ସଦର୍ଣ୍ଣ ଏବଂ ସେଣ୍ଟ୍ରାଲ ଜୋନ୍‌ରେ ବିଭକ୍ତ କରାଯାଇଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଭିଡିଓ କନ୍‌ଫରେନ୍ସିଂରେ ଅଂଶଗ୍ରହଣ କରୁଛନ୍ତି । ଉପଦେଷ୍ଟା ବିଜୟ କୁମାର ସାହୁ ଏବଂ ପ୍ରକଳ୍ପ ନିର୍ଦ୍ଦେଶକ ଲିଙ୍ଗରାଜ ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ପ୍ରତ୍ୟେକ ଗୁରୁବାର ଏବଂ ଶୁକ୍ରବାର ନୋଡାଲ ପ୍ରିନ୍ସିପାଲଙ୍କ ସହିତ ଭିଡିଓ କନ୍‌ଫରେନ୍ସିଂରେ ଆଲୋଚନା ହେଉଛି ।

samirdas
Share. Facebook Twitter LinkedIn Email WhatsApp Copy Link

Related Posts

ଏଫଆଇଜି ତାସକେଣ୍ଟ ବିଶ୍ୱ ଚ୍ୟାଲେଞ୍ଜ କପ: ପ୍ରଣତି ନାୟକଙ୍କୁ ରୌପ୍ୟ ପଦକ

May 24, 2026

ଆଥଲେଟିକ୍ସ ଫେଡେରେସନ କପରେ ଓଡ଼ିଶାର ଆନିମେଶ କୁଜୁରଙ୍କ ସଫଳତା: ଉପ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

May 24, 2026

‘ଦି ଭଏସ୍: କନକ୍ଲେଭ୍ ଅଫ୍ ଆଇଡିଆଜ୍’ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

May 24, 2026

“ଭାରତ ନେଟ୍ ପରିଯୋଜନା” ଫେଜ୍-୩ ର ପ୍ରଗତି ଏବଂ ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ସମୀକ୍ଷା

May 24, 2026
Latest News

ଏଫଆଇଜି ତାସକେଣ୍ଟ ବିଶ୍ୱ ଚ୍ୟାଲେଞ୍ଜ କପ: ପ୍ରଣତି ନାୟକଙ୍କୁ ରୌପ୍ୟ ପଦକ

May 24, 2026

CJP କୁ ନେଇ ପ୍ରଶାନ୍ତ କିଶୋର କଣ କହିଲେ

May 24, 2026

ଭିବି-ଜି ରାମ ଜି ଆଇନ କାର୍ଯ୍ୟାନ୍ୱୟନ ପାଇଁ ରାଜ୍ୟଗୁଡ଼ିକର ପ୍ରସ୍ତୁତି ସମୀକ୍ଷା କଲେ ଗ୍ରାମୀଣ ବିକାଶ ସଚିବ

May 24, 2026

ଆଥଲେଟିକ୍ସ ଫେଡେରେସନ କପରେ ଓଡ଼ିଶାର ଆନିମେଶ କୁଜୁରଙ୍କ ସଫଳତା: ଉପ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

May 24, 2026

ଭାରତ ବିଶ୍ୱର ସବୁଠାରୁ ବଡ଼ ଅସ୍ତ୍ରଶସ୍ତ୍ର ଯୋଗାଣକାରୀ ହେବ – ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

May 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.