Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା 19 ହଜାର ଟପିଲା, ଆଉ 6 ପୋଲିସ୍‌ଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା 19 ହଜାର ଟପିଲା, ଆଉ 6 ପୋଲିସ୍‌ଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ

May 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଦେଶରେ କରୋନା ସଂକ୍ରମଣର ମାମଲା ବଢିବାରେ ଲାଗିଛି । ମହାରାଷ୍ଟ୍ର ସର୍ବାଧିକ କରୋନା ଯୋଗୁଁ ପ୍ରଭାବିତ ହୋଇଛି । ମହାରାଷ୍ଟ୍ରରେ କରୋନା କହର ଥମିବାର ନାଁ ନେଉନାହିଁ । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ 19 ହଜାର ପାର୍‌ କରିଛି । ସେହିପରି ଜେଜେ ପୋଲିସ୍‌ ଷ୍ଟେସନର ଆଉ 6 ଜଣ ପୋଲିସ୍‌ଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି ।

ମହାରାଷ୍ଟ୍ରରେ ଗତ 24 ଘଣ୍ଟା ମଧ୍ୟରେ ଏକ ହଜାରରୁ ଅଧିକ କରୋନା ମାମଲା ସାମ୍ନାକୁ ଆସିଛି । ଗତ 24 ଘଣ୍ଟାରେ ମହାରାଷ୍ଟ୍ରରେ 1089 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି 24 ଘଣ୍ଟାରେ 37 ଜଣଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ ଏବେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 19063ରେ ପହଞ୍ଚିଛି । ସେହିପରି ମୃତ୍ୟୁ ସଂଖ୍ୟା 731ରେ ପହଞ୍ଚିଛି । ସେହିପରି 3470ଜଣ ସୁସ୍ଥ ହୋଇଛନ୍ତି ।

ମହାରାଷ୍ଟ୍ରର ମୁମ୍ବାଇ ସହର କରୋନା ଯୋଗୁଁ ବିଶେଷ ଭାବରେ ପ୍ରଭାବିତ ହୋଇଛି । ମୁମ୍ବାଇରେ ଗତ 24 ଘଣ୍ଟା ମଧ୍ୟରେ 748ଟି ନୂତନ ମାମଲା ସାମ୍ନାକୁ ଆସିଥିବାବେଳେ 25 ଜଣଙ୍କ ମୃତ୍ୟୁ ହୋଇଛି । ମୁମ୍ବାଇରେ ଏପର୍ଯ୍ୟନ୍ତ କରୋନା ଯୋଗୁଁ 462ଜଣଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି ।

ମହାରାଷ୍ଟ୍ରରେ ସୁରକ୍ଷ‌ କର୍ମୀମାନେ କରୋନା ଯୋଗୁଁ ସଂକ୍ରମିତ ହେଉଥିବା ଖବର ସାମ୍ନାକୁ ଆସୁଛି । ମୁମ୍ବାଇର ଜେଜେ ପୋଲିସ୍‌ ଷ୍ଟେସନରେ  ଆଉ 6 ଜଣ ପୋଲିସ୍‌  କରୋନା ସଂକ୍ରମିତ ହୋଇଛନ୍ତି । ପୂର୍ବରୁ ଏହି ପୋଲିସ ଷ୍ଟେସନରୁ 34 ଜଣ ପୋଲିସ୍‌ ସଂକ୍ରମିତ ହୋଇଥିଲେ ।  ଏହି ପୋଲି୍ସ ଷ୍ଟେସନରେ ଅଧିକାଂଶ କର୍ମଚାରୀଙ୍କୁ କ୍ବାରେଣ୍ଟାଇନ୍‌ କରାଯାଇଛି । (ଏଜେନ୍ସି)

 

corona maharastra mumbai police
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ, କିନ୍ତୁ ଭାରତ ପାଇଁ କିଛି ଭଲ ଖବର: ଜାଣନ୍ତୁ…

March 25, 2026

ଭାରତ ସରକାରଙ୍କ ବଡ଼ ପଦକ୍ଷେପ: ତିନି ମାସ ମଧ୍ୟରେ PNG ସଂଯୋଗ ନକଲେ ମିଳିବନି LPG

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026
Latest News

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ, କିନ୍ତୁ ଭାରତ ପାଇଁ କିଛି ଭଲ ଖବର: ଜାଣନ୍ତୁ…

March 25, 2026

ଭାରତ ସରକାରଙ୍କ ବଡ଼ ପଦକ୍ଷେପ: ତିନି ମାସ ମଧ୍ୟରେ PNG ସଂଯୋଗ ନକଲେ ମିଳିବନି LPG

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ରତ୍ନ ଭଣ୍ଡାରର ଗଣତିମଣତି ଆରମ୍ଭ: ଜାଣନ୍ତୁ ଏହାର ପ୍ରକ୍ରିୟା ଏବଂ ପୂର୍ବରୁ କେତେ ଥିଲା ଅଳଙ୍କାର?

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.