Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମେ 15 ସୁଦ୍ଧା ଆରମ୍ଭ ହୋଇପାରେ ଘରୋଇ ବିମାନ ଚଳାଚଳ
ଆଜିର ଖବର

ମେ 15 ସୁଦ୍ଧା ଆରମ୍ଭ ହୋଇପାରେ ଘରୋଇ ବିମାନ ଚଳାଚଳ

May 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ମେ 15 ସୁଦ୍ଧା ଉଡିବ ଘରୋଇ ବିମାନ। ଗ୍ରୀନ୍‌ ଜୋନ୍‌ରେ ଆରମ୍ଭ ହୋଇପାରେ ଘରୋଇ ବିମାନ ଚଳାଚଳ। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ଏନେଇ ସୂଚନା ଦେଇଛନ୍ତି। ଗ୍ରୀନ୍‌ ଜୋନ୍‌ରେ ବିମାନ ସେବା ସହଜ, ଏନେଇ ଯୋଜନା ଚାଲିଛି ବୋଲି କହିଛନ୍ତି ମନ୍ତ୍ରୀ । ମେ 15 ପୂର୍ବରୁ ଘରୋଇ ବିମାନ ଚଳାଚଳ ପାଇଁ ଯୋଜନା ହେଉଛି। ଏନେଇ କିଛି ଦିନ ମଧ୍ୟରେ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ। ମେଟ୍ରୋ ସହରରେ ବିମାନ ଚଳାଚଳ ନେଇ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା। ସବୁ ମେଟ୍ରୋ ରେଡ୍‌ ଜୋନ୍‌ରେ ଅଛି ବୋଲି କହିଛନ୍ତି ମନ୍ତ୍ରୀ ହରଦୀପ। ରେଡ୍‌ ଜୋନ୍‌ରେ ଥିଲେ ବି ମେଟ୍ରାରେ ବିମାନ ସେବାକୁ ସମ୍ପୂର୍ଣ୍ଣ ଏଡାଇ ହେବନି ବୋଲି କହିଛନ୍ତି ମନ୍ତ୍ରୀ। ଲକ୍ ଡାଉନ୍‌ ଯୋଗୁ ମାର୍ଚ୍ଚ 24ରୁ ବିମାନ ସେବା ବାତିଲ୍‌ ହୋଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026

ଆଇନ୍ ଛାତ୍ରଛାତ୍ରୀ ନ୍ୟାୟ ବ୍ୟବସ୍ଥାକୁ ବଜାୟ ରଖିବା ନିମନ୍ତେ ଦୃଢ଼ପ୍ରତିଜ୍ଞ ହେବା ଆବଶ୍ୟକ: ଜଷ୍ଟିସ୍ ରମଣ

March 23, 2026

ବିରିରେ ରହିଛି ଅନେକ ଉପକାରିତା: ମାଗଣା ସ୍ଵାସ୍ଥ୍ୟ ଶିବିରରେ ବର୍ଣ୍ଣନା କଲେ ଡାକ୍ତର

March 23, 2026

IPL ପାଇଁ ୧୫ଟି ସହରରେ ହେବ ଫ୍ୟାନ୍ ପାର୍କ: ଜାଣନ୍ତୁ ଓଡିଶାରେ କେବେ ଓ କେଉଁଠି?

March 23, 2026
Latest News

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026

ଆଇନ୍ ଛାତ୍ରଛାତ୍ରୀ ନ୍ୟାୟ ବ୍ୟବସ୍ଥାକୁ ବଜାୟ ରଖିବା ନିମନ୍ତେ ଦୃଢ଼ପ୍ରତିଜ୍ଞ ହେବା ଆବଶ୍ୟକ: ଜଷ୍ଟିସ୍ ରମଣ

March 23, 2026

ବିରିରେ ରହିଛି ଅନେକ ଉପକାରିତା: ମାଗଣା ସ୍ଵାସ୍ଥ୍ୟ ଶିବିରରେ ବର୍ଣ୍ଣନା କଲେ ଡାକ୍ତର

March 23, 2026

‘ଯଦି ସତ ହୁଏ, ତେବେ ମୁଁ….’: ରାଘବ ଚଢାଙ୍କ ବିଜେପି ରେ ଯୋଗଦେବା ପ୍ରସଙ୍ଗରେ କହିଲେ AAP ସାଂସଦ

March 23, 2026

IPL ପାଇଁ ୧୫ଟି ସହରରେ ହେବ ଫ୍ୟାନ୍ ପାର୍କ: ଜାଣନ୍ତୁ ଓଡିଶାରେ କେବେ ଓ କେଉଁଠି?

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.