Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସେବାୟତଙ୍କ ପରିବାରର ହେବ କୋଭିଡ୍‌ ଟେଷ୍ଟ
ଆଜିର ଖବର

ସେବାୟତଙ୍କ ପରିବାରର ହେବ କୋଭିଡ୍‌ ଟେଷ୍ଟ

May 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ : ରଥ ନିର୍ମାଣକୁ ଗୃହ ମନ୍ତ୍ରାଳୟ ପକ୍ଷରୁ ଗ୍ରୀନ୍‌ ସିଗନାଲ୍‌ ମିଳିଯିବା ପରେ ରଥ କାମ ଆରମ୍ଭ ହୋଇଛି। ତେବେ କରୋନାକୁ ଦୃଷ୍ଟିର ରଖି  ରଥ କାମରେ ନିୟୋଜିତ ହୋଇଥିବା ସେବାୟତଙ୍କୁ ନିୟମିତ ସଚେତନ କରାଯିବା ସହ ସେବାୟତଙ୍କ ପରିବାରର କୋଭିଡ୍‌ ଟେଷ୍ଟ ହେବ  ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ ଜେନା। ରଥ କାମ ଶେଷ ଯାଏଁ ପ୍ରତ୍ୟେହ କର୍ମଚାରୀ କରୋନା ସମ୍ପର୍କରେ ସଚେତନ କରାଯିବ। ବିଶ୍ବକର୍ମା ଓ ଭୋଇ ସେବାୟତଙ୍କୁ ସଚେତନ କରିବେ ସ୍ବାସ୍ଥ୍ୟ ଅଧିକାରୀ। ପୁରୀ ଏଡିଏମ୍‌ଓଙ୍କ ନେତୃତ୍ବାଧୀନ ଡାକ୍ତରୀ ଟିମ୍‌ ସଚେତନ କରିବେ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ 4ଟି ସ୍ବାସ୍ଥ୍ୟ ଟିମ୍‌ ଗଠନ କରାଯାଇଛି। ରଥ ଖଳା, ଭକ୍ତ ନିବାସରେ ରହିବେ ସ୍ବତନ୍ତ୍ର ହେଲଥ ଟିମ୍‌। ମୋବାଇଲ୍‌ ଟିମ୍‌ ମଧ୍ୟ ନିୟୋଜିତ ହେବ, ଆକ୍ଟିଭ୍‌ ସର୍ଭେଲାନ୍ସ କରିବେ।

Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସେବା ଭବନରୁ ତଦନ୍ତ ରିପୋର୍ଟ ଚୋରୀ ଘଟଣା, କ୍ୟାପିଟଲ ଥାନାରେ ମାମଲା ଋଜୁ

June 11, 2026

ଆମେରିକା-ଇରାନ ସଂଘର୍ଷ ତୀବ୍ର: ହର୍ମୁଜ୍ ବନ୍ଦ ଘୋଷଣା

June 11, 2026

ନୀତି ଆୟୋଗର ୧୧ତମ ପରିଚାଳନା ପରିଷଦ ବୈଠକର ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ

June 11, 2026

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

June 11, 2026
Latest News

ଲୋକସେବା ଭବନରୁ ତଦନ୍ତ ରିପୋର୍ଟ ଚୋରୀ ଘଟଣା, କ୍ୟାପିଟଲ ଥାନାରେ ମାମଲା ଋଜୁ

June 11, 2026

ଆମେରିକା-ଇରାନ ସଂଘର୍ଷ ତୀବ୍ର: ହର୍ମୁଜ୍ ବନ୍ଦ ଘୋଷଣା

June 11, 2026

ନୀତି ଆୟୋଗର ୧୧ତମ ପରିଚାଳନା ପରିଷଦ ବୈଠକର ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ

June 11, 2026

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

June 11, 2026

ଅହମ୍ମଦାବାଦ ବିମାନବନ୍ଦରକୁ ମେଟ୍ରୋ ସଂଯୋଗ ପାଇଁ ପର୍ଯ୍ୟାୟ-୨ଏ ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.